ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି  

ଜଗତ୍‌ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍‌ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍‌ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍‌ ବୁଧବାର ତାଙ୍କ ଜଗତ୍‌ସିଂହପୁର ସାତପୁରାସ୍ଥିତ ପୈତୃକ ବାସଭବନ ସମେତ ସ୍ଥାନୀୟ ପାଣିଶାଳିଆସ୍ଥିତ ଘର, କଟକ ମହାନଦୀ ବିହାରସ୍ଥିତ ଫ୍ଲାଟ୍‌ ଓ ଜିପିଓରେ ଏକକାଳୀନ ଚଢ଼ାଉ କରିଛି। ଏହି ସମୟରେ ୧ କୋଟି ୪୨ ଲକ୍ଷ ୮ ହଜାର ୮୭୦ ଟଙ୍କାର ସମ୍ପତ୍ତି ଠାବ କରାଯାଇଛି ବୋଲି କଟକ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । କଟକ ଜିଲା ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତିଙ୍କ ୱାରେଣ୍ଟ ବଳରେ ବିଭାଗୀୟ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଜଗତ୍‌ସିଂହପୁର ଜିଲାର ୪ଟି ସ୍ଥାନରେ ସକାଳୁ ଚଢ଼ାଉ ଆରମ୍ଭ ହୋଇଥିଲା । ଏଥିରେ ୩୦ ଜଣିଆ ଅଧିକାରୀ ଓ କର୍ମଚାରୀ ନିୟୋଜିତ ଥିଲେ। ରାତି ୭ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ, ଦାସଙ୍କ ସାତପୁରାସ୍ଥିତ ତ୍ରିତଳ ବିଶିଷ୍ଟ ପୈତୃକ ଘରର ମୂଲ୍ୟ ୩୭,୬୪,୭୮୭ ଟଙ୍କା ଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri