ଗିରଫ ହେଲେ ପ୍ରାଣୀଧନ ନିରୀକ୍ଷକ

ଭୁବନେଶ୍ୱର,୬।୫(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଶୁକ୍ରବାର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଗୁରୁବାର କଟକ ଓ ଖୋର୍ଦ୍ଧା ଜିଲାର ୯ ଟି ସ୍ଥାନରେ ଚଢାଉ କରିଥିଲା । ଚଢାଉ ବେଳେ ୭ କୋଟି ଟଙ୍କାର ଆୟ ବର୍ହିଭୁତ ସମ୍ପତି ଠାବ କରିଥିଲା ଭିଜିଲାନ୍ସ ବିଭାଗ । । ଏନେଇ ଭିଜିଲାନ୍ସ ନିର୍ଦ୍ଦେଶକ ଜଶବନ୍ତ ଜେଠୱା ସୂଚନା ଦେଇଛନ୍ତି ।
ସୂଚନାନୁସାରେ, ରଘୁନାଥପୁର କଳାରାହଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଗୁରୁବାର ଚଢାଉ କରିଥିଲା। ଚଢାଉ ବେଳେ କେବଳ ଟୁଇନ୍‌ ସିଟିରେ ୯୦ ପ୍ଲଟ୍‌ ସହ ୪ଟି ବିଲ୍ଡିଂ, ୩ଟି ଫ୍ଲାଟ ଓ ଗୋଟିଏ ଆଉଟହାଉସ ଠାବ କରିଥିଲା ଭିଜିଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri