ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବ୍ୟାସନଗର,କଟକ, ଭୁବନେଶ୍ବର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।

ବ୍ୟାସନଗର ସହରର ଚୋରଦା ଛକରେ ଥିବା ଘରେ ଚଢ଼ାଉ ଜାରି ରହିଥିବା ବେଳେ ଏହି ଚଢ଼ାଉରେ ଜଣେ ଡିଏସପି, ୩ ଜଣ ଇନ୍ସପେକ୍ଟର ଓ ଅନ୍ୟ ଦୁଇଜଣ କର୍ମଚାରୀ ସାମିଲ ହୋଇଛନ୍ତି। କଟକ ଭିଜିଲାନ୍ସ ଡିଏସପି ସୋମନାଥ ବାରିକଙ୍କ ନେତୃତ୍ବରେ ଭିଜିଲାନ୍ସ ଟିମ ବିଭିନ୍ନ କାଗଜପତ୍ର, ଜମି ଓ ସମ୍ପତ୍ତିବାଡିର ତଥ୍ୟ ଆଦିର ଯାଞ୍ଚ କରାଯାଉଛି। ତଦନ୍ତ ଜାରି ରହିଥିବାରୁ  ପ୍ରତିକ୍ରିୟା ଦେବାକୁ ବିଭାଗୀୟ ଅଧିକାରୀ ମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇକୁ ନେଇ ଅପହରଣ ବଢୁଛି

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀରେ ଠକେଇକୁ ନେଇ ଅପହରଣ ଘଟଣା ବଢ଼ିବାରେ ଲାଗିଛି। ନିକଟରେ ଠକେଇ କରିଥିବା ଜଣେ ଯୁବକଙ୍କୁ ଚନ୍ଦକା ଥାନାଞ୍ଚଳରୁ ଅପହରଣ କରି ଖୋର୍ଦ୍ଧାରେ ମୁଣ୍ଡଜାମିନ...

ଶହେ ବର୍ଷର ବିଦ୍ୟାଳୟ କାନ୍ଥ ଭୁଶୁଡିଲା

ବାହାନଗା, ୨୬ା୧୦(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ବାହାନଗା ବ୍ଲକ ଅଭଣା ପଞ୍ଚାୟତର ବରଜଦେଉଳି ଗ୍ରାମରେ ଥିବା ଶହେ ବର୍ଷର ପୁରୁଣା ଉନ୍ନୀତ ଉ.ପ୍ରା.ବିଦ୍ୟାଳୟର କାନ୍ଥ ଭୁଶୁଡି...

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ଡେମୋ ଦେଖାଇଲେ ଡ୍ରାଇଭର ବର୍ଦ୍ଧନ

ଝାରସୁଗୁଡ଼ା ଅଫିସ,୧୭ା୨: ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ ରାସ୍ତାରେ ୨୦୧୬ରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ଅତି...

ଉଦ୍ଧାର ନାଗକୁ କୁଲଡିହାରେ ଛଡାଗଲା

ଖଇରା, ୨୮ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ତୁଟୋ ଗ୍ରାମରୁ ୨ଟି ନାଗ ସାପ ଉଦ୍ଧାର କରାଯାଇଛି ା ପରେ ସାପ ୨ଟିକୁ...

ମେୟର ପ୍ରାର୍ଥୀ ବ୍ୟବହାର କରିବେ ୬ ଗାଡ଼ି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର କାଉନସିଲର, କର୍ପୋରେଟର, ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀମାନଙ୍କ ପ୍ରଚାର ସକାଶେ ଉପଯୋଗ ହେବାକୁ ଥିବା...

ନିର୍ବାଚନରେ ବ୍ୟାନର ଛିଣ୍ଡା ପ୍ରସଙ୍ଗ : ହୋମଗାର୍ଡଙ୍କୁ ବିଜେଡି ନେତାଙ୍କ ଧମକ

ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ବରୀ-ରାମଚନ୍ଦ୍ରପୁର ଥାନାରେ ଗତ ସାଧାରଣ ନିର୍ବାଚନରେ ବ୍ୟାନର ଛିଣ୍ଡାଇବା ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳର କେତେକ ବିଜେଡି ନେତା...

ଇନ୍ଦ୍ରଦ୍ୟୁମ୍ନକୁ ଅଣଦେଖା : ଆସିଲାଣି ବର୍ଷା, ପୁଣି ଭୁଶୁଡ଼ିବା ଆଶଙ୍କା

ପୁରୀ ଅଫିସ, ୧୦।୬: ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ତୀର୍ଥ ହେଉଛି ଇନ୍ଦ୍ରଦ୍ୟୁମ୍ନ। ପବିତ୍ର ପଞ୍ଚ ତୀର୍ଥରେ ବୁଡ଼ ପକାଇଲେ ପୁରୀକୁ କରିଥିବା ତୀର୍ଥଯାତ୍ରା ସଫଳ...

ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ

କୋରାପୁଟ,୨୦।୧୦(ସ୍ବ.ପ୍ର.): କୋରାପୁଟ ଜିଲାବାସୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ। ଏନେଇ ଡିଜିସିଏ ପକ୍ଷରୁ ଅନୁମତି ମିଳିଛି। ଉଡ଼ାଣ ଯୋଜନାରେ ଲାଇସେନ୍ସ...

Advertisement
Archives

Model This Week