ତହସିଲଦାରଙ୍କ ଘରେ ଭିଜିଲାନ୍ସ: ୮ ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼/ଲେଫ୍ରିପଡା ୨୧।୯(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ଜିଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ବାସଭବନରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି। ଡିଏସପି ସୁଧାଶୁ ଶେଖର ପୂଜାରୀ ନେତୃତ୍ୱରେ ତହସିଲଦାରଙ୍କ ଲେଫ୍ରିପଡା ବ୍ଲକ ଡୁମାବାହାଲ ସ୍ଥିତ ପୈତୃକ ବାସଭବନ, ସୁନ୍ଦରଗଡ ସହର ସ୍ଥିତ ବାସଭବନ,ଟାଙ୍ଗରପାଲି କାର୍ଯ୍ୟାଳୟ ସମେତ ଆଠଟି ଜାଗାରେ ଏକକାଳୀନ ଚଢ଼ାଉ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷରତା ହାରରେ ୨୮ତମ ସ୍ଥାନରେ ଓଡ଼ିଶା, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ…

ଭୁବନେଶ୍ୱର,୧୨ା୫(ସୁଚିସ୍ମିତା ସାହୁ): ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୮ ରାଜ୍ୟ ଓ ୮ କେନ୍ଦ୍ରଶାସିତ ଅଞ୍ଚଳର ସାକ୍ଷରତା ହାର ପ୍ରକାଶ ପାଇଛି। ଓଡ଼ିଶା ୨୮ ନମ୍ବର…

ପିସିଆର କର୍ମଚାରୀ ଶିଖିବେ ଆଚାର ସଂହିତା

ଭୁବନେଶ୍ୱର,୧୨ା୫(ତ୍ରିନାଥ ମହାନ୍ତି): ଆଇନଶୃଙ୍ଖଳା ଓ ଅପରାଧ ରୋକିବାରେ ପ୍ରମୁଖ ଭୂମିକା ନେଇଥାନ୍ତି ଥାନା ପିସିଆର୍‌ କର୍ମଚାରୀ। ଥାନା କିମ୍ବା କଣ୍ଟ୍ରୋଲ ରୁମ୍‌କୁ ଖବର ଯିବା ମାତ୍ରେ ସେମାନେ…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri