ଭିଜିଲାନ୍ସ ସଚେତନତା ସପ୍ତାହ ଉଦ୍‌ଯାପିତ

ନୂଆଦିଲ୍ଲୀ,୧୦।୧୧: କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି)ର ଗୁଜରାଟ ଆଞ୍ଚଳିକ କାର୍ଯ୍ୟାଳୟ ଅହମଦାବାଦ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଇଏସ୍‌ଆଇସି ମୁଖ୍ୟ କାର୍ଯ୍ୟାଳୟ ସମେତ ଦେଶର ସମସ୍ତ ଶାଖା କାର୍ଯ୍ୟାଳୟରେ ମଧ୍ୟ ‘ଭିଜିଲାନ୍ସ ସଚେତନତା ସପ୍ତାହ’ ଉଦ୍‌ଯାପିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗୁଜରାଟ ଇଏସ୍‌ଆଇସି ପକ୍ଷରୁ ବ୍ୟାପକ ଜନସଚେତନତା ସାଙ୍ଗକୁ ବିଭାଗୀୟ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଯାଇଛି। ବିଶେଷକରି ଉଦ୍‌ଯାପନୀ ଉତ୍ସବରେ ଇଏସ୍‌ଆଇସିର ଗୁଜରାଟ ଆଞ୍ଚଳିକ କାର୍ଯ୍ୟାଳୟର ଅତିରିକ୍ତ କମିଶନର ଆର୍‌.କେ. ଗୌତମ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

ଏହି ପରିପ୍ରେକ୍ଷୀରେ ସେ ଆଞ୍ଚଳିକ ଓ ଶାଖା କାର୍ଯ୍ୟାଳୟର ସମସ୍ତ ବରିଷ୍ଠ ଅଧିକାରୀ ଓ ଅନ୍ୟ କର୍ମଚାରୀଙ୍କୁ ଶପଥ ପାଠ କରାଇବା ସହ ସପ୍ତାହବ୍ୟାପୀ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଏବଂ କର୍ମଚାରୀଙ୍କୁ ସମ୍ମାନିତ କରିଥିଲେ। ଉଲ୍ଲେଖଯୋଗ୍ୟ, ଭିଜିଲାନ୍ସ ସଚେତନତା ସପ୍ତାହ-୨୦୨୨ ପରିପ୍ରେକ୍ଷୀରେ ଇଏସ୍‌ଆଇସି ଗୁଜରାଟର ଅହମ୍ମଦବାଦ ଆଞ୍ଚଳିକ କାର୍ଯ୍ୟାଳୟ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଅବସ୍ଥିତ ଶାଖା କାର୍ଯ୍ୟାଳୟଗୁଡ଼ିକରେ ମଧ୍ୟ ଅକ୍ଟୋବର ୩୧ରୁ ନଭେମ୍ବର ୬ ପର୍ଯ୍ୟନ୍ତ ଉକ୍ତ ସପ୍ତାହ ସାଙ୍ଗକୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?