ରେଞ୍ଜରଙ୍କ ଘରେ ପଶିଲା ଭିଜିଲାନ୍ସ: ୮ଟି ସ୍ଥାନରେ ଚାଲିଛି ରେଡ

ଡେଙ୍କାନାଳ,୨୨।୮(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ସହର ସ୍ଥିତ କାଲ୍ଟାକ୍ସ ରତନ ବଜାର ଅଞ୍ଚଳରେ ଥିବା ବାସଭବନ ଓ କୁଞ୍ଜକାନ୍ତଠାରେ ଥିବା ସଦର ରେଞ୍ଜ କାର୍ଯ୍ୟାଳୟରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ଢେଙ୍କାନାଳ ସମେତ କଟକ ଓ ଭୁବନେଶ୍ୱରର ୮ଟି ଯାଗାରେ ଏହି ଚଢ଼ାଉ ହୋଇଛି ।
ସୂଚନାଯୋଗ୍ୟ, ବିଭୁଦାନନ୍ଦଙ୍କ ନାଁରେ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ଭିଜିଲାନ୍ସ ଏହି ଚଡାଉ କରୁଛି। ଓଡ଼ିଶା ଭିଜିଲାନ୍ସର ୭ ଡିଏସ୍‌ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡେଣ୍ଟ, ୬ ଇନ୍ସପେକ୍ଟର, ୬ ଏଏସଆଇ, ଅନ୍ୟ ଅଧିକାରୀଙ୍କୁ ନେଇ କଟକ ସ୍ବତନ୍ତ୍ର ଜଜ ଭିଜିଲାନ୍ସ ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ ହୋଇଛି।
ଢେଙ୍କାନାଳ ସହର ରତନ ବଜାର ଠାରେ ପ୍ଲଟ ନମ୍ବର ୩୧୬ / ୬୦୩୪ ରେ ଥିବା ୩ ମହଲା ଘର ଓ ଫ୍ଲଟ ନମ୍ବର ୩୧୬ / ୬୫୪୦/ ୧୦୬୩୮ ରେ ଥିବା ୨ ମହଲା ଘର, କଟକ ଜିଲା ଆଠଗଡ଼ ଥାନା ଅନ୍ତର୍ଗତ ରାହାଁଗୋଳ ଠାରେ ଥିବା ଫାର୍ମ ହାଉସ, ଭୁବନେଶ୍ୱର ରସୁଲଗଡ଼ସ୍ଥିତ ବ୍ରିନ୍ଦା ବାସେରା ଜିଜିପି କଲୋନି ଠାରେ ଥିବା ୨୦୧ ନମ୍ବର ଫ୍ଲାଟ, ଆଠଗଡ ବୀରକିଶୋରପୁରଠାରେ ଥିବା ପୈତୃକ ଘର, ଢେଙ୍କାନାଳ ସହରରେ ଥିବା ସମ୍ପର୍କୀୟଙ୍କ ଘର, ତେଙ୍କାନାଳ ଠାରେ ଥିବା ତାଙ୍କର ସରକାରୀ ବାସଭବନ ଉପରେ ଚଢ଼ାଉ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri