Posted inUncategorized

ଦୁର୍ନୀତି ମାମଲାରେ ପଞ୍ଜାବର ପୂର୍ବତନ ମନ୍ତ୍ରୀ ଗିରଫ

ଚଣ୍ଡିଗଡ଼,୨୨।୮:ଏକ ଦୁର୍ନୀତି ମାମଲାରେ ଭିଜିଲାନ୍ସ ବ୍ୟୁରୋ ପଞ୍ଜାବର ପୂର୍ବତନ ମନ୍ତ୍ରୀ ଭରତ ଭୂଷଣ ଆଶୁଙ୍କୁ ଗିରଫ କରିଛି। ଭରତ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଥିବା ବେଳେ ଜାଲ୍‌ ରେଜିଷ୍ଟେଶନ ନମ୍ବର ଥିବା ଗାଡ଼ିଗୁଡ଼ିକୁ ଖାଦ୍ୟଶସ୍ୟ ପରିବହନ ଲାଗି ଟେଣ୍ଡରକୁ ମଞ୍ଜୁରୀ ଦେଇଥିଲେ। ଅନ୍ୟପକ୍ଷରେ ପଞ୍ଜାବର ଏଏପି ସରକାର ରାଜନୈତିକ ଷଡ଼ଯନ୍ତ୍ର ପାଇଁ ଭିଜିଲାନ୍ସ ବ୍ୟୁରୋର ଅପବ୍ୟବହାର କରୁଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି...

କଲେଜ ଛାତ୍ରୀ ଜସ୍ମିନ୍‌ ହତ୍ୟା ମାମଲା: ୪୮ ଘଣ୍ଟା ବିତିଲା, ରହସ୍ୟରୁ ପରଦା ହଟିଲାନି

ଢେଙ୍କାନାଳ,୩।୩(ରତନ ନାୟାର)ଢେଙ୍କାନାଳ ଜିଲା ସଦର ଥାନା ମଜୁରି ଗ୍ରାମର କଲେଜ ଛାତ୍ରୀ ଜସ୍ମିନ୍‌ ସାହୁ ହତ୍ୟା ଘଟଣାକୁ ଶନିବାର ୪୮ ଘଣ୍ଟା ପୂରିଛି। ହେଲେ ହତ୍ୟାକାଣ୍ଡର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri