ମଦ ଦୋକାନୀଠାରୁ ଲାଞ୍ଚ ନେବାବେଳେ ମାଡ଼ିବସିଥିଲା ଭିଜିଲାନ୍ସ: ନିଲମ୍ବିତ ହେଲେ…

ଭୁବନେଶ୍ୱର,୫।୧: ନିଲମ୍ବିତ ହେଲେ କଟକ CRRI ଥାନା ଅଧିକାରୀ ବିଜୟ କୁମାର ବାରିକ। ତାଙ୍କୁ ପୋଲିସ ଡିଜି ୱାଇ.ବି ଖୁରାନିଆ ନିଲମ୍ବନ କରିଛନ୍ତି। ୪୦ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେି। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ ନେବା ବେଳେ ଗିରଫ କରାଯାଇଥିଲା।

Dharitri – Odisha’s No.1 Odia Daily

Share