ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ଗୁରୁତର

କଟକ ଅଫିସ,୮।୬: କରୋନାରେ ଆକ୍ରାନ୍ତ ହୋଇ କଟକ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ପାଇଁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ସୁପର ସ୍ପେଶିଆଲିଟି ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି ବୋଲି ଅଶ୍ୱିନୀ ହସ୍ପିଟାଲର ପଲମୋଲୋଜିଷ୍ଟି ଡା. ମାନସ ନାୟକ କହିଛନ୍ତି। ଗତ ୨୯ ତାରିଖରେ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋଲକାତା ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଛି। କୋଲକାତାର ସୁପର ସ୍ପେଶିଆଲିଟି ହସ୍ପିଟାଲର ଏକ ୫ ଜଣିଆ ଟିମ୍‌ ଅଶ୍ୱିନୀ ହସ୍ପିଟାଲରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଛି। କୋଲକାତା ସ୍ଥିତ ଉକ୍ତ ହସ୍ପିଟାଲରେ ଏକ୍‌ମୋ(ଏକ୍ସଟ୍ରାକର୍ପୋରିଲ ମେମ୍ବ୍ରାନ୍‌ ଅକ୍ସିଜେନେସନ) ବ୍ୟବସ୍ଥା ଥିବାରୁ ପାଣିଗ୍ରାହୀଙ୍କୁ ସେଠାକୁ ସ୍ଥାନାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri