ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି ।
ସୂଚନା ଅନୁଯାୟୀ, ମାଲକାନଗିରି ଜିଲାରେ ନିର୍ମାଣଧିନ ଏୟାରପୋର୍ଟରେ ଜମିହରା ବ୍ୟକ୍ତିଙ୍କୁ ସରକାରଙ୍କ ପକ୍ଷରୁ ୭.୪୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବାକୁ ଥିବାବେଳେ ଏହି ଟଙ୍କା ଦେବା ପାଇଁ ସୀମାଞ୍ଚଳ ୨୫ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସର ଏକ ଟିମ ତାଙ୍କୁ କାବୁ କରିବା ସହ ତଦନ୍ତ ଜାରି ରଖିଛି । ଗୌଡଗୁଡା ପଞ୍ଚାୟତରେ ଲାଞ୍ଚ ନେବାବେଳେ ଏହି ଚଢ଼ାଉ ହୋଇଛି ।
Posted inHome, Home Left, ଆମ ଜିଲା ଖବର, ମାଲକାନଗିରି View All
ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…
ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…
ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ
ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…
ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ
ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍ ଜୁଲାଇ ୧ ତାରିଖ ଅର୍ଥାତ୍ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…
ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି
ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…
ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!
ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…
ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ
ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ …
ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…
ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…
ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…
ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…
Archives

