ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା।
ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜଗତସିଂହପୁର ସହରରେ ୨ଟି ଓ କଟକ ସହର ବାହାରେ ଗୋଟିଏ ପ୍ଲଟ ଠାବ କରାଯାଇଛି। ଜଗତସିଂହପୁରରେ ଗୋଟିଏ ୩ ମହଲା ଓ ଗୋଟିଏ ୨ ମହଲା କୋଠା ଠାବ ହୋଇଛି। ସାଢ଼େ ୩ ଲକ୍ଷର ନଗଦ ଟଙ୍କା, ୨ ଶହ ଗ୍ରାମ ସୁନା ଅଳଙ୍କାର ଠାବ ହୋଇଥିବା ବେଳେ ଗୋଟିଏ ଚାରି ଚକିଆ ଓ ୨ଟି ଦୁଇ ଚକିଆ ଯାନ ମଧ୍ୟ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri