ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୬ା୭: ବଲାଙ୍ଗୀର ସହର ସାଲେପାଲିଠାରେ ଥିବା ପ୍ୟାକ୍ସ ସମ୍ପାଦକ ମସୁଦ ମହମ୍ମଦଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏହି ଚଢ଼ାଉ କରାଯାଇଛି । ମସୁଦ ସୁବର୍ଣ୍ଣପୁର ଜିଲାର ଚାରଭଟା ପ୍ୟାକ୍ସରେ ସମ୍ପାଦକ ଭାବରେ କାର୍ଯ୍ୟରତ ଅଛନ୍ତି। ବଲାଙ୍ଗୀର ଓ ବରଗଡ଼ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ତଦନ୍ତ ଆରମ୍ଭ ହୋଇଛି ଓ ଆକଳନ ପରେ ତାଙ୍କର ସମ୍ପତ୍ତି କେତେ ଜଣାପଡ଼ିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚ ଅଭାବରୁ ୧.୦୩ କୋଟି ହଡ଼ପ

ଯାଜପୁର ଅଫିସ,୧୬।୧୧: ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୨୦୧୭-୧୮ ଆର୍ଥିକ ବର୍ଷରେ ୧ କୋଟି ୩ ଲକ୍ଷ ୩୯ ହଜାର ୬୮୮ ଟଙ୍କା...

କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’

ବୁଗୁଡ଼ା,୨୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ସହରର ମଦନମୋହନ ଛକରେ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ପୂଜା ଆରମ୍ଭ ହୋଇଯାଇଛି। ମଦନମୋହନ ଛକଠାରେ...

ଆରମ୍ଭ ହେଲା ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା: ଯୋଗଦେଇଛନ୍ତି ସାରା ଦେଶର ସାଧୁସନ୍ଥ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି ମାଘମେଳା ବା କୁମ୍ଭମେଳା। ଭୋର୍‌ରୁ ସାଧୁସନ୍ଥମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ...

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ...

ସୁନ୍ଦର ବର ପାଇଁ ସେବାୟତ ଘର କୁମାରୀଙ୍କ ନେତ ପୂଜା

ପୁରୀ ଅଫିସ,୨ା୧୦:ବଳିରେ ବଳି ନ କର କଳି… କାଲି ଆଣି ଦେବୀ ସରୁ ଚକୁଳି…ଏହି ଗୀତରେ ବୁଧବାର ଝଙ୍କୁରିତ ହୋଇଥିଲା ମାର୍କଣ୍ଡ ପୁଷ୍କରିଣୀ କୂଳ। ସେବାୟତ...

ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୫ଲକ୍ଷ ଦେଲା ଅରୁନ୍ଧତୀ ଗ୍ରୁପ୍‌

ବଲାଙ୍ଗୀର ଅଫିସ, ୨୯ା୩- ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ମହାମାରୀ ମୁକାବିଲା ପାଇଁ ଏବେ ସରକାରୀ ଓ ବେସରକାରୀସ୍ତରରେ ପ୍ରୟାସ ଆରମ୍ଭ ହୋଇଛି ।...

ନଭେମ୍ବର ୧ ପୂର୍ବରୁ ଖୋଲିବ ପ୍ରକୃତି ନିବାସ

ପୁରୀ ଅଫିସ, ୫।୬: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା।...

ମହିଳା ସରପଞ୍ଚଙ୍କୁ ଅସଦାଚରଣ, ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳା ସରପଞ୍ଚଙ୍କୁ ଅସଦାଚରଣ ଓ ଆକ୍ରମଣ ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ...

Advertisement


Archives

Model This Week