Posted inବରଗଡ଼

ଭିଜିଲାନ୍ସ ଜାଲରେ ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ,୯ା୮: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଘନଶ୍ୟାମ ସାହୁଙ୍କ ବାସଭବନରେ ସୋମବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗାଇସିଲେଟ ଥାନା କଲଙ୍ଗାପାଲି ଗ୍ରାମରେ ରହିଥିବା ତାଙ୍କ ପୈତୃକ ବାସଭବନ ଏବଂ ଗାଇସିଲେଟ ପ୍ୟାକ୍ସ ଅଫିସରେ ଏକକାଳୀନ ଏହି ଚଢ଼ାଉ ଚାଲିଛି। ଚଢ଼ାଉ ଜାରି ରହିଥିବା ଯୋଗୁ ସମ୍ପତ୍ତି ଆକଳନ ନେଇ ସବିଶେଷ ତଥ୍ୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

ବରପାଲି, ୨୧।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ଚାଷୀମାନେ ଧାନ ବିକ୍ରି ପାଇଁ ଆଣୁଥିଲେ...

ଜ୍ବଳନ୍ତା ଟ୍ରାନ୍ସଫର୍ମରରୁ ଯୁବକଙ୍କୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ବରଗଡ଼ ଅଫିସ,୧୫।୫: ବରଗଡ଼ ଜିଲା ଭଟଲି ବ୍ଲକ ମୁରୁମକେଲ ଗ୍ରାମରେ ଶନିବାର ଜ୍ବଳନ୍ତା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ଯୁବକଙ୍କୁ ଭଟଲି ଅଗ୍ନିଶମ ବିଭାଗ...

ଭିଡ଼ିଓ କନଫେରେନ୍ସିଂରେ ଅଧିକାରୀଙ୍କୁ ପରାମର୍ଶ ଦେଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୭।୪-ଲକ୍‌ ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରୀତା ଓ ନିୟମାବଳୀ ଉପରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଶୁକ୍ରବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଭିଡ଼ିଓ...

ପୋଲ ତଳକୁ ଖସିଲା ବରଯାତ୍ରୀ ଅଟୋ: ୨ ମୃତ

ବରଗଡ଼ ଅଫିସ,୧୭।୨: ବରଗଡ଼ ଜିଲା ବିଜେପୁର-ବରଗଡ଼ ରାସ୍ତାର ସର୍ଣ୍ଣାପାଲି ବ୍ରିଜ୍‌ରେ ବୁଧବାର ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଜେପୁରରୁ ବରଗଡ଼ ବ୍ଲକ ଅନ୍ତର୍ଗତ...

କାର୍ଯ୍ୟକ୍ଷମ ନ ହେଉଣୁ ନେଇଗଲେ

ବରଗଡ଼ ଅଫିସ୍‌,୧୧।୧: ବରଗଡ଼ ଜିଲାରେ କରୋନା ସଂକ୍ରମଣ ବଢ଼ି ଚାଲିଛି । ସଂକ୍ରମଣ ବୃଦ୍ଧି ଏବଂ ଅମ୍ଳଜାନ(ଅକ୍ସିଜେନ)ର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗତବର୍ଷ ଦ୍ୱିତୀୟ ଲହର...

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...

ସିଟିବସ୍‌ ଚଳାଚଳ ପାଇଁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବିଜେପୁର,୩।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁରରୁ ସଦରମହକୁମାକୁ ସିଟିବସ୍‌ ଚଳାଚଳ ପାଇଁ ରବିବାର ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି। ଏ ନେଇ ବିଜେଡି ମହିଳା ସଂଗଠନର ନେତ୍ରୀମାନେ...

ବରଗଡ଼ର ୩୫ ଶ୍ରମିକଙ୍କୁ ପଞ୍ଚାୟତ ଅଫିସରେ ଆଶ୍ରୟ ଦେଲା ପୁରୀ ଜିଲା ପ୍ରଶାସନ

ବରଗଡ଼ ଅଫିସ୍‌,୨।୫: ପୁରୀ ଜିଲା କୋଣାର୍କ ନିକଟ ଅଚ୍ୟୁତପୁରରେ ଇଟାଭାଟିରେ କାମ କରୁଥିବା କେତେକ ଶ୍ରମିକଙ୍କୁ ସେଠାକାର ଜିଲା ପ୍ରଶାସନ ସହଯୋଗ କରିଛି। ଏହି ଶ୍ରମିକମାନଙ୍କ...

Advertisement
Archives

Model This Week