ଭିଜିଲାନ୍ସ ଜାଲରେ ଅବକାରୀ ଅଧୀକ୍ଷକ

ରାୟଗଡା, ୧୪।୦୫: ଭିଜିଲାନ୍ସ ଜାଲରେ ରାୟଗଡା ଅବକାରୀ ବିଭାଗ ଅଧୀକ୍ଷକ ନୀନା ବେଉରା। ରାୟଗଡାରୁ ନଗଦ ୬ ଲକ୍ଷ ଟଙ୍କା ଧରି ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ନିକଟରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତେବେ ଟଙ୍କା କେଉଁଠୁ ଆଣିଥିଲେ ସେନେଇ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ତଦନ୍ତ ଚାଲିଛି। ନିନା ଓ ତାଙ୍କ ସମ୍ପର୍କୀୟଙ୍କ ଏକାଧିକ ଘରେ ଭିଜିଲାନ୍ସ ଚଢାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ୍‌ ରୋଗ୍‌ରେ ପୀଡ଼ିତ କାହ୍ନା: ସରିଗଲା ଟଁକା, ଅଧାରେ ରହିଲା ଚିକିଛା

ଘଣ୍ଟାପଡା, ୧୪।୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ଗାଁର ବଂଶୀଧର ବିଶିକଁର ପୁଓ କାହ୍ନା ବିଶି(୧୨)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପଡ଼ି...

ଦୀର୍ଘ ୧୮ ବର୍ଷ ପରେ ହତ୍ୟାକାଣ୍ଡର ଅଭିଯୁକ୍ତ ଗିରଫ

ପୁରୁଷୋତ୍ତମପୁର,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଏକ ହତ୍ୟାକାଣ୍ଡର ଫେରାର ଅଭିଯୁକ୍ତଙ୍କୁ ଦୀର୍ଘ ୧୮ ବର୍ଷ ପରେ ରବିବାର ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ଗିରଫ କରିବାରେ...

ଭୁବନେଶ୍ୱରରୁ ଆଜି ପୁଣି ୭୦ କରୋନା ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ସରକାରୀ ଅଫିସରେ ଗହଳି ମନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଭିଡ଼କୁ ନିୟନ୍ତ୍ରଣ କରି ସଂକ୍ରମଣ ରୋକିବା ନେଇ କଟକଣାକୁ କଡ଼ାକଡ଼ି କରାଯାଉଛି। ସରକାରୀ ଅଫିସରେ ମଧ୍ୟ ରାଜ୍ୟ...

ଓଡ଼ିଶାରେ ସର୍ବାଧିକ ବେକାର

ଭୁବନେଶ୍ୱର, ୧୬ା୨(ବ୍ୟୁରୋ)- ଓଡିଶାରେ ବେକାରି ସ୍ଥିତି ସର୍ବାଧିକ ୭.୧ ପ୍ରତିଶତ ରହିଛି। ସେଥିମଧ୍ୟରୁ ସହରାଞ୍ଚଳରେ ଏହାର ହାର ୮.୩ ପ୍ରତିଶତ ଥିବା ବେଳେ ଗ୍ରାମାଞ୍ଚଳରେ ୬.୯...

କନ୍ୟାଶ୍ରମ ଦେଇଛି ସାହାରା

ସୋର,୧୯।୧୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋରସ୍ଥିତ ଗାନ୍ଧୀ ପୁରୁବାଇ କନ୍ୟାଶ୍ରମର ଅନ୍ତେବାସୀ ମାହେଶ୍ୱରୀ ରଣା (୧୭) ଚିତ୍ର ମାଧ୍ୟମରେ ସାମାଜିକ ସଚେତନତାର ବାର୍ତ୍ତା ଦେଇ ବେଶ୍‌ ଚର୍ଚ୍ଚାକୁ...

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଷଷ୍ଠ ଦିନରେ ବି ଚାଲି ପାରିଲାନି ବିଧାନସଭା। ମଙ୍ଗଳବାର ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଧରି ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି।...

CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

Advertisement
Archives

Model This Week