ଏମଭିଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ନୟାଗଡ଼,୯।୧(ଲୋକନାଥ ମିଶ୍ର):ଆୟ ବର୍ହିଭୂତ ସମ୍ପତ୍ତିର ମାଲିକାନା ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ପଞ୍ଚାନନ ବେହେରାଙ୍କ ଏକକାଳୀନ ୭ଟି ଘର ଉପରେ ଚଢ଼ାଉ ଚାଲିଛି। ଭୁବନେଶ୍ୱର ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତିଙ୍କ ନିର୍ଦେଶରେ ଚଢାଉ କରାଯାଇଛି। ଏନେଇ ଭିଜିଲାନ୍ସ କୋର୍ଟ ପକ୍ଷରୁ ଓ୍ବାରେଣ୍ଟି ଜାରି ହୋଇଥିଲା। ଚଢ଼ାଉରେ ୬ ଡିଏସପି, ୩ ଇନ୍ସପେକ୍ଟର, ୮ ଏଏସଆଇ ଏବଂ ଅନ୍ୟ କର୍ମଚାରୀଙ୍କ ସାମିଲ ହୋଇଛନ୍ତି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୨ୟ ମହଲା ବିଶିଷ୍ଟ ଭୁବନେଶ୍ୱର ଶୈଳଶ୍ରୀ ବିହାର, ପାଣ୍ଡରାର ୨ଟି ଘର, ନୟାଗଡ଼ର ଓଡ଼ଗାଁ ରାସ୍ତାର ଭଡା ଘର, ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ଅଫିସ, କଟକ ଜିଲା ବାଲିଆପଡା, ଖୋର୍ଦ୍ଧାର ଗୋବିନ୍ଦପୁର ଘର ଉପରେ ଚଢ଼ାଉ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri