ଲାଞ୍ଚ ନେଉଥିବାବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ମାଡିବସିଲା ଭିଜିଲାନ୍ସ , ମାତ୍ର ଏତିକି ଟଙ୍କା ପାଇଁ…

ସିମୁଳିଆ,୨୨।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଜନମଙ୍ଗଳ ବିଭାଗୀୟ ଡାଟା ଏଣ୍ଟ୍ରି ଅପରେଟର ବିଶ୍ୱରଞ୍ଜନ ପ୍ରଧାନ ସୋମବାର ଅପରାହ୍ନରେ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଦ୍ୱାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି ।
ସୂଚନା ଯେ, ଭଦ୍ରକ ଜିଲା ତିହି ଥାନା ନୂଆନନ୍ଦ ଅଞ୍ଚଳର ନରେଶ ଚନ୍ଦ୍ର ମୁଦୁଲି ନାମକ ଜଣେ ଯୁବକ ସିମୁଳିଆ ବ୍ଲକ ଅଣ୍ଡରାଇ ଅଞ୍ଚଳର ସଙ୍ଗିତା ଜେନା ନାମକ ଜଣେ ହରିଜନ (ଏସି କାଷ୍ଟ) ଜାତିର ଯୁବତୀଙ୍କୁ ଗତ ୩୦ା୮ା୨୫ରେ ବିବାହ କରିଥିଲେ। ସରକାରଙ୍କ ନିୟମ ଅନୁସାରେ ଜଣେ ସାଧାରଣ ବର୍ଗର ଯୁବକ ସ୍ବଇଚ୍ଛାରେ ଅନ୍ୟ ଜାତିରେ ବିବାହ କଲେ ସରକାରୀ ପ୍ରୋତ୍ସାହନ ପାଇ ପାରିବେ । ତେବେ ଏହି ପ୍ରୋତ୍ସାହନ ରାଶି ପାଇବା ପାଇଁ ଡାଟା ଏଣ୍ଟ୍ରି ଅପରେଟର ତାଙ୍କୁ ଲାଞ୍ଚ ମାଗିବା ସହିତ ଆଜିକାଲି କହି ସମୟ ଗଡି ଚାଲିଥିଲେ । ତେବେ ଏ ସମ୍ପର୍କରେ ନରେଶ ଚନ୍ଦ୍ର ଭିଜିଲାନ୍ସ ବିଭାଗୀୟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଦେଣନେଣ ମୁଲଚାଲ ଛିଣ୍ଡିବା ପରେ ନରେଶ ୫ହଜାର ଟଙ୍କା ତାଙ୍କୁ ବ୍ଲକ ପରିସରରେ ପ୍ରଦାନ କରିବା ପରେ ଭିଜିଲାନ୍ସ ଇନିସପେକ୍ଟର ଜସ୍ମିତା ପୋଇଙ୍କ ସମେତ ୧୧ଜଣିଆ ଟିମ ମାଡି ବସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri