କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୩୦।୮(ବାଞ୍ଛାନଧି ଦେ/ ରବୀନ୍ଦ୍ର ମହାକୁଡ): ବାଲେଶ୍ୱର ଜିଲା ଡିଇଓ ଅଫିସର କାର୍ଯ୍ୟରତ କନିଷ୍ଠ କିରାଣି ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ କିରାଣି ପ୍ରଦୀପ ଦାସଙ୍କ ଘର ସମେତ ଏକ କାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ବାଲେଶ୍ୱର ଘର, ଭୁଇଁପଡ଼ା ବାଲେଶ୍ୱରରେ ଥିବା ପୈତୃକ ଘର,ଶେରଗଡ଼ରେ ଥିବା ମାର୍କେଟ କମ୍ପ୍ଲେକସ, ନୀଳଗିରିରେ ଥିବା ସମ୍ପର୍କୀୟଙ୍କ ଘରେ, ଭୁଇଁପଡ଼ାରେ ରହୁଥିବା ଅନ୍ୟଜଣେ ସମ୍ପର୍କୀୟଙ୍କ ଘର ସହ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ତାଙ୍କ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି। ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଆଡିଶନାଲ ଏସ୍‌ପି ହରେକୃଷ୍ଣ ମାଝିଙ୍କ ସହିତ ପୋଲିସ ଇନ୍ସପେକ୍ଟର ବଙ୍କିମ୍‌ ଭୋଲ୍‌, ୨ ସିଭିଲ ଇଞ୍ଜିନିୟରଙ୍କ ସହ ୪ ଜଣ ସହକାରୀ କର୍ମଚାରୀ ଏହି ଚଢ଼ାଉରେ ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବର୍ଷାପାଣିରେ ଧୋଇଗଲା ରାସ୍ତା: ଯାତାୟାତରେ ବାଧକ

ନୂଆପଡ଼ା,୧୪ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଦର୍ଲିପଡା ପଞ୍ଚାୟତ ହାତୀସରା ଗଁା ଧାମନଡୋଙ୍ଗିଆ ପଡା ରାସ୍ତା ପୋଲ ବର୍ଷାପାଣିରେ ଧୋଇଯାଇ ଯାତାୟାତରେ ବାଧକ ସାଜିଛି। ସୂଚନା…

ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’

ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ…

ମାନବିକତାର ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କଲେ ଡାକ୍ତର ଶଙ୍କର ରାମଚନ୍ଦାନି: ଦୁର୍ଗମ ଗାଁରେ…

ପଦ୍ମପୁର,୧୪ା୭(ପ୍ରଦୀପ୍ତ ଦାଶ ):ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର ତଥା ‘ଟଙ୍କିକିଆ ଡାକ୍ତର’…

ହିତାଧିକାରୀଙ୍କୁ ପ୍ରାପ୍ୟ ନ ମିଳିଲେ ଆନ୍ଦୋଳନ: ସାଧୁ ନେପାକଙ୍କ ଧମକ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକରେ ସରକାର ଘୋଷଣା କରିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ହିତାଧିକାରୀଙ୍କ ପାଖକୁ ଠିକ୍‌ ଭାବେ ପହଞ୍ଚିପାରୁନାହିଁ। ଏଭଳି ଅଭିଯୋଗ ନେଇ ସୋମବାର ବରଗଡ଼ର ପୂର୍ବତନ…

ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ବିଭାଗରେ ନୂତନ ବୈଷୟିକ ପଦବୀ ନିଯୁକ୍ତି

ଭୁବନେଶ୍ୱର,୧୪।୭(ବନ୍ଦନା ସେଠୀ): ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ ବହୁ ସଂଖ୍ୟାରେ ନୂତନ ବୈଷୟିକ ପଦବୀ ନିଯୁକ୍ତି କରାଯିବ । ଔଷଧ ସେବନ ଓ…

ରାଜରାସ୍ତାରେ ରାହାଜାନି, ଲୋକଙ୍କୁ ସୁରକ୍ଷା ଚିନ୍ତା

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଅପରାଧ ଅନିୟନ୍ତ୍ରିତ ହୋଇପଡ଼ିଛି। ଅପରାଧୀମାନେ ସକ୍ରିୟ ହୋଇ ପଡ଼ିଛନ୍ତି। ପୋଲିସକୁ ମଧ୍ୟ ସେମାନଙ୍କର ଭୟ ନାହିଁ। ରାଜରାସ୍ତାରେ ରାହାଜାନି, ଲୁଟ୍‌ପାଟ୍‌ କରୁଛନ୍ତି। କେବଳ…

ପ୍ରେମରେ ଅନ୍ଧ ହେଲେ ୯ ସନ୍ତାନର ମା’, କାଠ ଫାଳିଆରେ ଛେଚି ସ୍ବାମୀଙ୍କୁ ହତ୍ୟା

ନୂଆଦିଲ୍ଲୀ,୧୪।୭: ଗୁଜୁରାଟର ବନାସକାଣ୍ଠା ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ଘଟଣାଟି ପ୍ରାକୃତିକ କିମ୍ବା ସାଧାରଣ ମୃତ୍ୟୁ ମାମଲା ପରି ମନେ ହେଉଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri