କ୍ରୀଡ଼ା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ/ପାତ୍ରପୁର,୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତିଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ପିଇଟି ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ବାସଭବନ ସମେତ ୧୩ଟି ସ୍ଥାନରେ ଚଢ଼ାଉ କରିଛି। ଜନାର୍ଦ୍ଦନ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜୟନ୍ତୀପୁର ଦିବ୍ୟସିଂହ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଛନ୍ତି। ଭିଜିଲାନ୍ସ ଟିମ୍‌ ତାଙ୍କର ବ୍ରହ୍ମପୁର ଅନନ୍ତନଗର ପ୍ରଥମ ଲାଇନ୍‌ ବାସଭବନ, ଜୟନ୍ତୀପୁର ପୈତୃକ ବାସଭବନହ୍‌, ଗୋଳନ୍ଥରା ଥାନା ଅନ୍ତର୍ଗତ ଇନ୍ଦ୍ରାକ୍ଷୀ ଶଶୁର ଘର ସମେତ ୧୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରଖିଛି ବୋଲି ଏସ୍‌ପି ଗଣେଶ ପ୍ରଧାନ ସୂଚନା ଦେଇଛନ୍ତି। ଶିକ୍ଷକଙ୍କ ଅନେକ ସ୍ଥାବର ଅସ୍ଥାବର ରହିଥିବା ପ୍ରାଥମିକ ଆକଳନରୁ ଅନୁମାନ କରାଯାଉଛି। ଚଢ଼ାଉ ଶେଷରେ ତାଙ୍କର ପ୍ରକୃତ ସମ୍ପତ୍ତି ଆକଳନ କରାଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଚିକିତ୍ସାଳୟରେ ଚିକିତ୍ସା ଢିଲା

ଢେଙ୍କାନାଳ ଅଫିସ,୫।୮: ସାତ ମହଲା କୋଠା। ତଳେ ଛିଡ଼ାହେଲେ ନଭଶ୍ଚୁମ୍ଭୀ ଅଟ୍ଟାଳିକାକୁ ଆଖିପାଉନି। ରୋଗୀ ଯେପରି ହାତପାଆନ୍ତାରେ ଗୁଣାତ୍ମକ ସେବା ପାଇପାରିବେ, ସେଥିଲାଗି କିଣାଯାଇଛି ଅତ୍ୟାଧୁନିକ...

ବ୍ରହ୍ମପୁର ସହରରେ କରୋନା ଭୟ: ଫାଷ୍ଟ ଗେଟ ସିଲ୍‌

ବ୍ରହ୍ମପୁର ଅଫିସି,୧୩।୭: ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରହ୍ମପୁର ସହର ଜିଲାର ଏକ ମାତ୍ର ପ୍ରମୁଖ ସହର ତଥା ବ୍ୟବସାୟିକ ପେଣ୍ଠସ୍ଥଳୀ।...

ବୁଡାଗୁଡାରେ ଆଉ ୯ ଝାଡାବାନ୍ତିରେ ଆକ୍ରାନ୍ତ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବୁଡାଗୁଡ଼ା ପଞ୍ଚାୟତ ଅଞ୍ଚଳର କଡ଼ଗାବାଲି ଏବଂ ପଡ଼ିକିଆରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୨ଜଣଙ୍କୁ...

୨ ଅଣଓଡ଼ିଆ ଗଲେ, ହେଲେ ଜଣେ ଦଳିତ କି ଆଦିବାସୀ ପାଉନାହାନ୍ତି

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ରାଜ୍ୟରେ ଜଣେ ହେଲେ ଦଳିତ ଓ ଆଦିବାସୀ ବର୍ଗର ରାଜ୍ୟ ସଭା ସଦସ୍ୟ ନାହାନ୍ତି। ଏହାସହ ପଛୁଆବର୍ଗର ବ୍ୟକ୍ତିବିଶେଷଙ୍କୁ ରାଜ୍ୟ ସଭା ନିର୍ବାଚନରେ...

ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ

କପ୍ତିପଦା,୧୭ା୩(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି...

ବୁଦ୍ଧେଶ୍ୱର ଶୈବପୀଠରେ ୧୦ ହଜାର କାଉଡ଼ିଆ

ଭୁବନ,୧୨।୮(ଡି.ଏନ.ଏ.)- ଶ୍ରାବଣ ମାସର ଶେଷ ସୋମବାରରେ ଭୁବନ ବୁଦ୍ଧେଶ୍ୱର ଶୈବପୀଠରେ ୧୦ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଭୋର ୪ଟାରେ ପ୍ରଭୁଙ୍କ ପୂଜାର୍ଚ୍ଚନା...

ବର୍ଷିଲା ଭାଜପା: ତଥ୍ୟ ନଷ୍ଟ କରିବାକୁ ବିବାଦୀୟ ଅତିଥି ଭବନକୁ ଜାଣିଶୁଣି ଭାଙ୍ଗିଛି ଜିଲା ପ୍ରଶାସନ

ଭୁବନେଶ୍ୱର,୮।୨(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଥିବା ଅତିଥି ଭବନକୁ ଭାଙ୍ଗିବା ନେଇ...

ଆସିଲେନି ସମ୍ପର୍କୀୟ, କାନ୍ଧ ଦେଲେ ପୋଲିସ ଏଏସ୍‌ଆଇ, ସ୍ବେଚ୍ଛାସେବୀ

ବୌଦ୍ଧ,୮ା୯(ସ୍ବ.ପ୍ର.): ବୌଦ୍ଧ ସହରର ନୂଆଁସାହି କଚେରୀ ପଡିଆ ନିକଟସ୍ଥ ଏକ ଭଡାଘରେ ରହୁଥିବା ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତା ମହିଳା ହେଲେ...

Advertisement
Archives

Model This Week