ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର ରେଢ଼ୁଆ, ମଣିଜଙ୍ଗା, ଭୁବନେଶ୍ୱରସ୍ଥିତ ନୟାପଲ୍ଲୀ ଏବଂ ବାଲିଅନ୍ତାରେ ଚଢ଼ାଉ ଚାଲିଛି। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବର୍ତ୍ତମାନ ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ଆକଳନ କରାଯାଇନାହିଁ। ଚଢ଼ାଉ ପରେ ଏ ସମ୍ପର୍କରେ ସବିଶେଷ ତଥ୍ୟ ମିଳିବ ବୋଲି ଭିଜିଲାନ୍ସର ଜଣେ ଅଧିକାରୀ କହିଛନ୍ତି। ଏହି ଚଢ଼ାଉରେ ୮ଜଣ ଡିଏସ୍‌ପି, ୫ଜଣ ଇନ୍ସପେକ୍ଟର ଓ ୩ ଜଣ ଏଏସ୍‌ଆଇ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ୱାର ସହରବାସୀଙ୍କୁ ଟ୍ରାଭେରା ଭୟ

ଚୌଦ୍ୱାର,୧୭।୬(ଡି.ଏନ୍‌.ଏ.): ଚୌଦ୍ୱାର ସହରବାସୀଙ୍କୁ ଟ୍ରାଭେରା ଗାଡ଼ି ଛନକା ପଶିଛି। ଯେକୌଣସି ଟ୍ରାଭେରା ଗାଡି ଦେଖିଲେ ପୋଲିସର ଗାଡି ଆସିଲା ଭାବି ଭୟଭୀତ ହୋଇପଡୁଥିବା ଅଞ୍ଚଳରେ ଚର୍ଚ୍ଚାର...

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍‌

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍‌ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ...

୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ...

ଭୁବନେଶ୍ୱରରୁ ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪୨

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ଭୁବନେଶ୍ୱର,୯।୨(ବ୍ୟୁରୋ): କେନ୍ଦ୍ର ପୁଞ୍ଜି ବିନିମେଶ ବିଭାଗ ସଚିବ ତୁହିନ୍‌କାନ୍ତ ପାଣ୍ଡେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ।...

ଡମି ମାଓବାଦୀ ନିକଟରୁ ୨ ବୋମା ଉଦ୍ଧାର

ମାଲକାନଗିରି,୨୨ା୭ (ସ୍ବ.ପ୍ର.): ମାଓବାଦୀମାନେ ଯବାନମାନଙ୍କୁ ଚକମା ଦେବା ପାଇଁ ବିଭିନ୍ନ ସମୟରେ ଭିନ୍ନଭିନ୍ନ ପନ୍ଥା ଅବଲମ୍ବନ କରିଥାନ୍ତି। ଗତ କିଛିଦିନ ତଳେ ଛତିଶଗଡ଼ର ସୁକୁମା ଜିଲାରେ...

କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି...

ପୋଲିସ, ଗ୍ରାହକଙ୍କୁ ଦୁର୍ବ୍ୟବହାର: ଢାବା ମାଲିକ ଗିରଫ

ଭଦ୍ରକ ଅଫିସ, ୧୪।୧୧-ଭଦ୍ରକ ସହର ଉପକଣ୍ଠ ରାହାଞ୍ଜଠାରେ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଢାବାରେ ଗ୍ରାହକ ଓ ପୋଲିସକୁ ଦୁର୍ବ୍ୟବହାର ଅଭିଯୋଗ...

Advertisement
Archives

Model This Week