ଆଣ୍ଟି ସ୍ମଗଲିଂ ଗାର୍ଡଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜଳେଶ୍ୱର,୨୪ା୬(ଡି.ଏନ୍‌.ଏ.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଗାଣ ବିଭାଗର ଆଣ୍ଟି ସ୍ମଗଲିଂ ଗାର୍ଡଙ୍କ ଘରେ  ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି।

ଜଳେଶ୍ବରସ୍ଥିତ ଜିଲା ଯୋଗାଣ ବିଭାଗର ଗୋଦାମ ଘରେ ଆଣ୍ଟି ସ୍ମଗଲିଂ ଗାର୍ଡ ଭାବେ କାର୍ଯ୍ୟ କରୁଥିବା ଜନାର୍ଦ୍ଦନ ପଲାଇ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ନିଜ ବାସ ଭବନ ସହ ଏକ କାଳୀନ ୫ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି।

ଏହି ଚଢ଼ାଉରେ ୪ ଜଣ ଡିଏସ୍‌ପି, ୫ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି। ଜଳେଶ୍ବରରେ ନିଜ ବାସ ଭବନ, ଅଫିସ, ଶ୍ୱଶୁରଙ୍କ ଘର ସହ ଗଞ୍ଜାମସ୍ଥିତ ଛତ୍ରପୁର ପୈତୃକ ଘରେ ମଧ୍ୟ ରେଡ୍‌ କରିଛି ଭିଜିଲାନ୍ସ ବିଭାଗ। ତେବେ ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri