ପୋଲିସ ଏଏସଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର ଅଫିସ୍‌,୩୦।୧୨: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲା ତିର୍ତ୍ତୋଲ କୋର୍ଟରେ କାର୍ଯ୍ୟରତ ପୋଲିସ ଏଏସଆଇ ରବୀନ୍ଦ୍ର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବୁଧବାର ସକାଳେ ଏହି ଚଢ଼ାଉ ଆରମ୍ଭ ହୋଇ ଥିବା ବେଳେ ତାଙ୍କ ଘରୁ ତାଙ୍କର ନିଜ ନାମରେ ଓ ପରିବାର ଲୋକଙ୍କ ନାଁରେ ଥିବା ୧୦ଟିରୁ ଉର୍ଦ୍ଧ୍ୱ ବ୍ୟାଙ୍କ ପାସବୁକ, ଏଟିଏମ କାର୍ଡ, ଜମିବାଡ଼ି କାଗଜପତ୍ର ଜବତ ହୋଇଛି। ଏହାସହ ୪ଟି ସ୍ଥାନରେ ଚଢାଉ ହୋଇଛି। ଭିଜିଲାନ୍ସ ଡିଏସପି ସୁରେନ୍ଦ୍ର ନାଥ ରାୟଗୁରୁଙ୍କ ନେତୃତ୍ବରେ ୨୫ ଜଣିଆ ଟିମ ଏହି ଚଢ଼ାଉରେ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡ଼ି ଯାଇଛି ରବି ଫସଲ: ଇନପୁଟ୍‌ ସବସିଡି ସହାୟତା ଦାବିକଲେ ଚାଷୀ

ବରଗଡ଼ ଅଫିସ୍‌,୯।୬- କୁଆପଥର ବୃଷ୍ଟି ଯୋଗୁ ବରଗଡ଼ ଜିଲା ଭେଡ଼େନ ବ୍ଲକ ଅର୍ଜୁଣ୍ଡା ରାଜସ୍ବ ସର୍କଲ ଅଧିନରେ ରହିଥିବା ଗ୍ରାମରେ ରବି ଫସଲ ଉଜୁଡ଼ି ଯାଇଥିଲା...

କହ୍ନେଇପୁର ଗାଁ ରାସ୍ତା ଶୋଚନୀୟ

ଚିଲିକା,୧୦।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କହ୍ନେଇପୁର ଗାଁ । ଏହି ଗାଁ ର ପୂର୍ବପଟରେ ରହିଛି ଜଗତି ପାହାଡ଼, ପଶ୍ଚିମରେ ୧୬ ନଂ ଜାତୀୟ...

ରାଜଧାନୀରେ ଜଳିଗଲା ବସ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ପ୍ଲଟ ନଂ ୩୧୬ ନିକଟରେ ଥିବା ଏକ ବସ୍‌(କେଏ-୦୧ଡି-୫୧୮୦)ରେ ବୁଧବାର ନିଆଁ ଲାଗି ଜଳିିଯାଇଛି। ଏଥିରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ...

ଟ୍ରକ ଧକ୍କାରେ ଗଲା ଦମ୍ପତିଙ୍କ ଜୀବନ

ଝୁମ୍ପୁରା,୮।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ଅର୍ଶଳା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି।...

୬୨ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ କୋର୍ଟଚାଲାଣ

ରାଇକିଆ,୨୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ରାଇକିଆ ପୋଲିସ ସୋମବାର ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣେ ଡ୍ରାଇଭରଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି...

କନ୍ଧରା ଜଙ୍ଗଲରେ ଗୟଳ

ଢେଙ୍କାନାଳ ଅଫିସ, ୧୭।୧୦: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଖଞ୍ଜାଯାଇଥିବା ଟ୍ରାପ୍‌ କ୍ୟାମେରାରେ ଗୟଳ କଏଦ ହୋଇଛନ୍ତି। ଏହାକୁ ବନ ବିଭାଗ...

ଅପରାହ୍ନ ୪ଟାଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ ସୋନିଆଙ୍କୁ ଇଡି ସମନ ପ୍ରସଙ୍ଗ ଉଠିଛି। ଏହି ପ୍ରସଙ୍ଗ ଉଠାଇ କଂଗ୍ରେସ-ଭାଜପା ମୁହାଁମୁହିଁ ହୋଇଛନ୍ତି, ଯାହାକୁ ନେଇ ବିଧାନସଭାକୁ ପ୍ରଥମେ ୧୦...

ଯୁବତୀଙ୍କୁ ଗଣ ବଳାତ୍କାର: ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ୍‌

ଝାରସୁଗୁଡ଼ା ଅଫିସ,୮।୫: ଝାରସୁଗୁଡ଼ା ବସ୍‌ଷ୍ଟାଣ୍ଡ ଆଖପାଖ ଅଞ୍ଚଳ ରେଲଓ୍ବେ ପୋଲିସ ଓ ଓଡ଼ିଶା ପୋଲିସ ଅଧୀନରେ ରହିଛି। ଅନେକ ସମୟରେ ଉଭୟ ପୋଲିସ ମଧ୍ୟରେ ସମନ୍ବୟ...

Advertisement
Archives

Model This Week