ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କୋରାପୁଟ,୧୮ା୨(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ସୁନାବେଡ଼ା ମ୍ୟୁନିସିପାଲିଟି ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘର ଓ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର, ପାରଳାଖେମୁଣ୍ଡି, ଭୁବେନେଶ୍ୱର କୋରାପୁଟ ଆଦି ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛ।

ସୂଚନାଯୋଗ୍ୟ, ସହକାରୀ ଯନ୍ତ୍ରୀଙ୍କ ସୁନାବେଡ଼ା ମ୍ୟୁନିସିପାଲିଟି କାର୍ଯ୍ୟାଳୟ, ସୁନାବେଡ଼ାସ୍ଥିତ ସରକାରୀ ବାସଭବନ, ଭୁବେନେଶ୍ୱରସ୍ଥିତ ପୋଖରୀପୁଟସ୍ଥିତ କନତକା ଆପାର୍ଟମେଣ୍ଟ, ପାରଳାଖେମୁଣ୍ଡି ସିତାପୁରସ୍ଥିତ ପୈତୃକ ଘର, ବ୍ରହ୍ମପୁରରେ ସମ୍ପର୍କୀୟଙ୍କ ଘର, ବ୍ରହ୍ମପୁର ଶକ୍ତିନଗରସ୍ଥିତ ଦୁଇ ମହଲା ଘରେ ରେଡ୍‌ ଚାଲିଛି। ଏହି ଚଢ଼ାଉରେ ଜୟପୁର ଭିଜିଲାନ୍ସ ବିଭାଗର ୫ ଜଣ ଡିଏସ୍‌ପି, ୮ ଜଣ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀମାନେ ସାମିଲ ରହିଥିବା ଜଣାଯାଇଛି। ପୂର୍ବରୁ କୋରାପୁଟ ମ୍ୟୁନିସିପାଲିଟି, ସୁନାବେଡ଼ା ମ୍ୟୁନିସିପାଲିଟି, ଖୋର୍ଦ୍ଧା ମ୍ୟୁନିସିପାଲିଟି ଆଦିରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ସମୟରେ ବହୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବାଘ ଛାଲ ଜବତ, ଜଣେ ଗିରଫ

କଣ୍ଟାମାଳ,୨୧।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର କପାଶିରା ଛକ ନିକଟରେ ବୁଧବାର ଏସ୍‌ଟିଏଫ କବଜାରେ ବାଘ ଶିକାରୀ ହର ରଣାଙ୍କୁ ଗିରଫ କରିଛି । ବାଘ...

ବର୍ଷା ପରେ ବଢ଼ିଲା ଦୁର୍ଦ୍ଦଶା

ବନ୍ତ,୭।୧(ସ୍ବ.ପ୍ର.)-ଚଳିତବର୍ଷ ପ୍ରଥମେ ଫନୀ, ପରେ ବୁଲବୁଲ ଆଉ ଏବେ ଦାଉ ସାଧିଲା ବର୍ଷା। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ...

ପାଚିଲା ଧାନ ଖାଉଛି ପୋକ

ମହାକାଳପଡା,୧୧।୧୨(ଡି.ଏନ.ଏ.): କୃଷି କୃଷକମାନଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଏହି ଯୋଜନା ତୃଣମୂଳ ସ୍ଥଳରେ ପହଞ୍ଚିଥିଲେ ମଧ୍ୟ ଜଳବାୟୁ, ବୃଷ୍ଟିପାତ ଅତ୍ୟଧିକ ତାପମାତ୍ରା, ଅନିୟମିତତା...

ବାଟ କଢ଼ାଇଥିଲେ ଶ୍ରୀଜଗନ୍ନାଥ

ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥଠାରୁ ୫କିମି ଦୂର ଜାଗୁଳିପାଟଣାଠାରେ ରହିଛି ପ୍ରସିଦ୍ଧ ଶ୍ରୀ ଅନନ୍ତ ପୁରୁଷୋତ୍ତମଙ୍କ ମନ୍ଦିର। ଏଠାରେ ତିନି ଠାକୁରଙ୍କ ପୂର୍ଣ୍ଣବିଗ୍ରହ ପୂଜା...

ୟୁଟ୍ୟୁବ୍‌ରେ ଓଡ଼ିଆ ପ୍ରତିଭା

ବାରିପଦା ଅଫିସ, ୧୨ା୭-ଆଗଭଳି ଆଉ କଳାକାରମାନଙ୍କୁ ନିଜର ପ୍ରତିଭା ଦେଖାଇବା ପାଇଁ ସଂଘର୍ଷ କରିବାକୁ ପଡ଼ୁନାହିଁ। ନିଜ ପ୍ରତିଭାକୁ ସୋସିଆଲ୍‌ ମିଡ଼ିଆରେ ପୋଷ୍ଟ କରିବା ପରେ...

ଠାକୁରମୁଣ୍ଡା ବ୍ଲକରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ, ତୀର୍ଥ ଭ୍ରମଣରେ ଯାଇ ଫେରିଥିଲେ ବୃଦ୍ଧ

ଠାକୁରମୁଣ୍ଡା, ୨୧।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜିଲାରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା...

ବିଜେଡି ବିଧାୟକ ଦଳ ବୈଠକ:ସକରାତ୍ମକ ଅଂଶଗ୍ରହଣ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ...

ମତ୍ସ୍ୟ ବିଭାଗ ସଚିବଙ୍କ ବରଗଡ଼ ଗସ୍ତ: ଅଧିକାରୀଙ୍କୁ କଲେ ତାଗିଦ

ଅତାବିରା,୬।୧୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ମତ୍ସ୍ୟ ବିଭାଗର କମିଶନର ତଥା ସଚିବ ଆର୍‌. ରଘୁ ପ୍ରସାଦ ଶନିବାର ବରଗଡ଼ ଜିଲା ଗସ୍ତରେ ଆସି ଜିଲାର ବିଭିନ୍ନ ଅଞ୍ଚଳ...

Advertisement
Archives

Model This Week