ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରଣପୁର,୧୮ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ସହକାରୀ ଯନ୍ତ୍ରୀ ଜଣକ ହେଉଛନ୍ତି, ଋଷିନାଥ ବରାଳ। ଭିଜିଲାନ୍ସ ଟିମ୍‌୍‌ର ୪ଟି ଦଳ ଖୋର୍ଦ୍ଧା, ନୟାଗଡ଼, ରଣପୁର ଓ ଢେଙ୍କାନାଳରେ ରେଡ୍‌ ଜାରି ରଖିଛନ୍ତି। ଏହି ଚଢ଼ାଉରେ ୪ ଜଣ ଡିଏସ୍‌ପି, ୮ ଜଣ ଇନ୍ସପେକ୍ଟର ସାମିଲ ହୋଇ ଚଢ଼ାଉ କରୁଛନ୍ତି।

ସହକାରୀ ଯନ୍ତ୍ରୀଙ୍କଠାରୁ ଗୋଟିଏ ପ୍ଲଟ୍‌, ଗୋଟିଏ ଦାମୀ କାର୍‌, ୧ ଲକ୍ଷ ୩୦ ହଜାର ଟଙ୍କା ଜବତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ସହ ୯,୬୦୦ ବୋତଲ କଫ ସିରପ୍‌ ଜବତ

ନୟାଗଡ଼ ଅଫିସ/ନୂଆଗାଁ, ୫ା୩(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ପୋଲିସ ବେଆଇନ ଭାବେ ଚାଲାଣ ହେଉଥିବା ୯,୬୦୦ କଫ ସିରପ୍‌ ବୋତଲକୁ ଜବତ କରିଛି। ସେହିଭଳି...

ଆନ୍ତଃ ଜିଲା ମୋବାଇଲ ଚୋର ଗିରଫ

ଭାପୁର,୬ା୧୧(ଡି.ଏନ.ଏ.)-ଜଣେ ଆନ୍ତଃଜିଲା ମୋବାଇଲ ଚୋରକୁ ନୟାଗଡ ଜିଲା ଭାପୁର ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତଙ୍କ ନାମ ଦୁର୍ଗାଚରଣ...

କିମ୍ବଦନ୍ତୀର ମୂକସାକ୍ଷୀ: ପବିତ୍ର ନାରାୟଣୀଙ୍କ ପୋଖରୀବନ୍ଧ୍ୟା ସ୍ନାନ କଲେ ହୁଅନ୍ତି ସନ୍ତାନବତୀ

ଖଣ୍ଡପଡ଼ା,୨ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ଗ୍ରାମ ନିକଟସ୍ଥ ପୌରାଣିକ କିମ୍ବଦନ୍ତୀର ମୂକସାକ୍ଷୀ ପାଲଟିଥିବା ମା’ ନାରାୟଣୀ ପୀଠସ୍ଥିତ ପୋଖରୀଟି ସ୍ଥାନୀୟ ଅଞ୍ଚଳରେ ବେଶ୍‌...

ଅଳଙ୍କାର ଦୋକାନରୁ ଲୁଟ୍‌ : ସିସିଟିଭି ଫୁଟେଜରୁ ଧରାପଡ଼ିଲେ ଦୁଇ ମହିଳା 

ବାଲୁଗାଁ ,୨୯।୧୦(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବାଲୁଗାଁ  ବଜାରସ୍ଥିତ ଏକ ଜୁଏଲେରୀ ଦୋକାନରୁ ଗତ ଶନିବାର ମଧ୍ୟାହ୍ନରେ ଅଳଙ୍କାର କିଣିବା ବାହାନାରେ ୪ ମହିଳା ରୁପା ଗହଣା ଲୁଟି...

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ

ରଣପୁର,୧୨।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ବର୍ତ୍ତମାନର ଲୋ଼ଧାଚୁଆ ଆରଆଇ ବିରୂପାକ୍ଷ ବିଶ୍ୱାଳ ଓ...

ଜିଲାସ୍ତରୀୟ ଯୁବ ଉତ୍ସବ ଉଦ୍‌ଯାପିତ: ପ୍ରତିଭା ପ୍ରଦର୍ଶନର ଉତ୍ତମ ମଞ୍ଚ

ନୟାଗଡ଼ ଅଫିସ,୨୧।୧୧: ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ଧରି ଅନୁଷ୍ଠିତ ଜିଲାସ୍ତରୀୟ ଯୁବ ଉତ୍ସବ ୨୦୧୯ ବୁଧବାର ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଉଦ୍‌ଯାପିତ...

ହରିଣ ଶିକାର କରିଥିବା ଯୁବକ ଗଲେ ଜେଲ୍‌

ଗଣିଆ,୧୨ା୧(ଡି.ଏନ.ଏ.): ହରିଣ ଶିକାର ଘଟଣାରେ ଛାମୁଣ୍ଡିଆ ବନ୍ୟପ୍ରାଣୀ ବନାଞ୍ଚଳ ତରଫରୁ ଚଢାଉ କରାଯାଇ ଜଣେ ଶିକାରୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା ା...

ଜଳ ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ: ଆଣ୍ଠୁଏ ପାଣିରେ ଯାତାୟାତ କରୁଛନ୍ତି ଛାତ୍ରୀଛାତ୍ର, ଶିକ୍ଷାବିତ୍‌

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ସରକାରୀ ଏକାଡେମୀ(ଉଚ୍ଚ ବିଦ୍ୟାଳୟ) ଏବେ ଜଳ ଘେର ମଧ୍ୟରେ ରହିଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ସୃଷ୍ଟିହୋଇଛି। ସୂଚନାଯୋଗ୍ୟ,...

Advertisement
Archives

Model This Week