କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୮ା୧୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଉପଜିଲାପାଳ ଅଫିସର ମୁଖ୍ୟ କିରାଣି ରମେଶ କୁମାର ନାଗଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ବଲାଙ୍ଗୀରସ୍ଥିତ ଶାନ୍ତିପଡ଼ା ଘର, ତାଲପାଲିପଡ଼ାର ପୈତୃକ ଘର ସହ ସୁବର୍ଣ୍ଣପୁର କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଚଢ଼ାଉ ସମୟରେ ବିଭିନ୍ନ ଆକାଉଣ୍ଟ ଓ ଜମିବାଡ଼ି କାଗଜପତ୍ର ଓ କିଛି ସୁନାଗହଣା ମିଳିଥିବା ସୂଚନା ମିଳିଛି।

ବଲାଙ୍ଗୀର ଡିଏସ୍‌ପିଙ୍କ ନେତୃତ୍ୱରେ ଏକକାଳୀନ ବଲାଙ୍ଗୀର,ସୋନପୁର ଓ ସମ୍ବଲପୁର ଭିଜିଲାନ୍ସ ବିଭାଗର କର୍ମଚାରୀ ଏହି ଚଢ଼ାଉ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଆସିବାକୁ ବିରୋଧ କରିବାରୁ ହତ୍ୟା

ବୁଗୁଡ଼ା,୧୭ା୧୧(ଡି.ଏନ.ଏ.)- କେ.ନୂଆଗାଁ ଥାନା ଦିଗବାରିଣୀ ପାହାଡ଼ ନିକଟସ୍ଥ କେରାଣ୍ଡିମାଳ ଜଙ୍ଗଲରୁ ଶୁକ୍ରବାର ପୋଲିସ ଯଜ୍ଞସେନ ଜେନା (୧୫)ଙ୍କ କଙ୍କାଳ ଉଦ୍ଧାର କରିଥିଲା। ନଂ. ୨୬୫/୧୯ରେ ମାମଲା...

ହାଇକୋର୍ଟ ବିଚାରପତିଙ୍କ ବାରିପଦା ଗସ୍ତ

ବାରିପଦା ଅଫିସ, ୨୦।୨ ହାଇକୋର୍ଟ ଦୁଇ ବିଚାରପତି ଶତୃଘ୍ନ ପୂଜାହାରୀ ଓ ଦେବବ୍ରତ ଦାଶ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସି କୋର୍ଟ ଗୃହ...

ଅମର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୮ା୬(ଡି.ଏନ୍‌.ଏ.) : ଭାରତ-ଚାଇନା ସୀମାରେ ଶହୀଦ ହୋଇଥିବା ଓଡ଼ିଶା ମାଟିର ଦୁଇ ବୀରପୁତ୍ର ଯଥା କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ...

ଭିତରକନିକାରେ ଚାଲିଲା ବ୍ୟାଟେରି ଚାଳିତ ବୋଟ୍‌

କେନ୍ଦ୍ରାପଡା ଅଫିସ, ୨୨।୩: ଭିତରକନିକା ଜାତୀୟ ଉଦ୍ୟାନରେ ବ୍ୟାଟେରି ଚାଳିତ ବୋଟ୍‌ ସେବା ଆରମ୍ଭ ହୋଇଛି । ଫାଇବର ପ୍ଲାଷ୍ଟିକ୍‌ରେ ପ୍ରସ୍ତୁତ ବୋଟ୍ରେ ଇଞ୍ଜିନ ଓ...

ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ...

ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ: ହତ୍ୟା ସନ୍ଦେହ

କଣ୍ଟାପଡ଼ା,୨୩।୭(ଡି.ଏନ୍‌.ଏ.): କଟକ ଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମ ବଜାର ପଛପଟୁ ଶନିବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଜବତ କରଯାଇଛି। ମୃତକ ହେଲେ...

ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନିମ୍ନମାନର

ନାଉଗାଁ,୫ା୯(ସ୍ବ.ପ୍ର.):ନାଉଗାଁ ବ୍ଲକରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପରୁ ପାଇପ ମାଧ୍ୟମରେ ପ୍ରତି ଘରକୁ ପାନୀୟ ଜଳ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୯ ଶହ କେଜି ବିରଳ ପ୍ରଜାତିର ମଗର: ଦେଖିବାକୁ ଲୋକଙ୍କ ଭିଡ଼

ଭୋଗରାଇ,୨।୩(ଡି.ଏନ୍‌.ଏ.): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ସମୁଦ୍ର ମୁହାଣରୁ ସୋମବାର ଏକ ବିରଳ ପ୍ରଜାତିର ମଗର ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି। ଯାହାର ଓଜନ ୯ ଶହ...

Advertisement
Archives

Model This Week