ଫାଣ୍ଡି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ ଅଫିସ,୨।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ମହାବୀର ରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ସକାଳେ ସମରେନ୍ଦ୍ରଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ାଉ କରିଛି। ୩ ଜଣ ଡିଏସ୍‌ପିଙ୍କ ତତ୍ତ୍ୱାବଧାନରେ ଭିଜିଲାନ୍ସର ୭ଟି ଟିମ ଏହି ଚଢ଼ାଉ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ମୁହାଣରୁ ମିଳିଲା ୩୦ ଫୁଟ ଲମ୍ବ ତିମିର ମୃତଦେହ

ଗଞ୍ଜାମ,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ପୀଠ ନିକଟସ୍ଥ ଋଷିକୂଲ୍ୟା ମୂହାଣରୁ ଶୁକ୍ରବାର ୩୦ଫୁଟ ତିମିର ମୃତଦେହ ମିଳିଛି। ଖବରପାଇ ବନବିଭାଗ ବେଳାଭୂମିରେ ପହଞ୍ଚି...

ପୋଲିସ କାର୍ଯ୍ୟାନୁଷ୍ଠାନ ଭୟ, ରାସ୍ତା ଶୁନ୍‌ଶାନ୍‌

ରାଇକିଆ ୨୬।୩(ଡି ଏ ନ ଏ)- ସମଗ୍ର ଦେଶରେ ଲକ୍‌ ଡାଉନ ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ନିରବତା ଦେଖା ଦେଇଛି। ସକାଳ ୭ଟାରୁ...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଭୁଲ୍‌ ତଥ୍ୟ ଦେବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା

କର୍ଲାମୁଣ୍ଡା,୨୩ା୬(ଡି.ଏନ୍‌.ଏ.): ବାସହୀନଙ୍କ ପାଇଁ ଘର ଯୋଗାଇବା ଉଦ୍ଦେଶ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଥିଲେ ହେଁ ସରକାରୀ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ...

ବଡ଼ବିଲରେ ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀ ତଳକୁ ଖସିଲା

ବଡ଼ବିଲ,୨୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳର ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବେଲକୁଣ୍ଡି...

ଆହତ କୃଷ୍ଣସାର ଉଦ୍ଧାର, ବନବିଭାଗକୁ ହସ୍ତାନ୍ତର

ଜଗନ୍ନାଥପ୍ରସାଦ,୧୧ା୬(ଡି.ଏନ୍‌.ଏ.)- ଜଗନ୍ନାଥପ୍ରସାଦ ଭାବସର ଗ୍ରାମ ମୁଖ୍ୟରାସ୍ତା ଉପରେ ଗୁରବାର ସକାଳ ପ୍ରାୟ ୯ଟାରେ କୌଣସି ଏକ ଗାଡି ଧକ୍କାରେ ଆହତ ହୋଇ ଏକ କୃଷ୍ଣସାର ମୃଗ...

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର...

ଲୋକଙ୍କୁ ମାଗଣାରେ ମାସ୍କ ଯୋଗାଇ ଦେବାକୁ ପ୍ରସ୍ତୁତି କାର୍ଯ୍ୟରେ ଲାଗିଛନ୍ତି ଯୁବକ

ରାଇସୁଆଁ,୧୨ା୪(ଡି.ଏନ୍‌.ଏ.): ସରକାରୀସ୍ତରରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମାସ୍କ ପିନ୍ଧିଲେ ଏହି ସଂକ୍ରମଣକୁ ରୋକିହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।...

ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଯୁବକଙ୍କ ମୃତ୍ୟୁ: ୨ଗୁରୁତର

ଦାରିଙ୍ଗବାଡ଼ି,୩୦।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ କଲେଙ୍ଗବାଡି ଗ୍ରାମରେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ...

Advertisement
Archives

Model This Week