କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୨୫।୧୧: ମୟୂରଭଞ୍ଜ ଜିଲା ବାରିପଦା ଆଇଟିଡିଏ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଭଡ଼ାଘର ସହିତ ୧୦ଟି ଟିମ୍‌ ୧୦ଟି ସ୍ଥାନରେ ଏହି ଚଡ଼ାଉ ଜାରି ରଖିଥିବା ଜାଣିବାକୁ ମିଳିଛି। ବହୁତ ଦିନ ପୂର୍ବରୁ ସନ୍ତୋଷ ଭିଜିଲାନ୍ସ ସ୍କାନରରେ ରହିଥିଲେ। ତାଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳର ଅଭିଯୋଗ ରହିଥିଲା। ସନ୍ତୋଷଙ୍କ ବାଲେଶ୍ବର ଜିଲା ଭୋଗରାଇସ୍ଥିତ ଶ୍ୱଶୁର ଘର, ବାରିପଦା ତାଙ୍କ ପୈତୃକ ଘର ଏବଂ ତାଙ୍କ କାର୍ଯ୍ୟାଳୟ ଆଦିରେ ଚଢ଼ାଉ ଜାରି ରହିଛି । ବର୍ତ୍ତମାନ ଯାଏ ଭିଜିଲାନ୍ସ କିଛି ସରକାରୀ କାଗଜପତ୍ର ଜବତ କରିଥିବା ବେଳେ ସବିଶେଷ ତଥ୍ୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାସ୍କ ପିନ୍ଧି ନ ଥିବା ଲୋକଙ୍କ ଠାରୁ ୩୮୦୦ ଜରିମାନା ଆଦାୟ

ଆର.ଉଦୟଗିରି,୨୧ା୪(ଡି.ଏନ.ଏ.)- କରୋନା ଭୂତାଣୁକୁ ନେଇ ବିଭିନ୍ନ କଟକଣା ଜାରି କରାଯାଇଥିବାବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଗଜପତି ଜିଲାର ଆର୍‌.ଉଦୟଗିରି ଥାନା ଅଞ୍ଚଳରେ ମାସ୍କ ନ...

୩ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ: ତାଲା ଭାଙ୍ଗି ସ୍କୁଲ କମିଟିକୁ ଦାୟିତ୍ୱ ଦେଲା ପ୍ରଶାସନ

ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ...

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର,୨୬।୧୦(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମଙ୍ଗଳବାର ଭାଜପା ପକ୍ଷରୁ ୧୨ ଘଣ୍ଟିଆ...

ଗୋବରୀ ନଦୀରେ ବୁଡ଼ି ଯୁବତୀ ମୃତ

ମହାକାଳପଡ଼ା, ୨୭।୧୦ (ଡି.ଏନ୍‌.ଏ.)-ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଗୋବରୀ ନଦୀରେ ବୁଡ଼ି ରବିବାର ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅଧୀନ...

ଏହି ମାଓବାଦୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ: ୨୦୧୯ ବିସ୍ଫୋରଣରେ ଥିଲା ହାତ

କୋରୁକୋଣ୍ଡା,୮।୮(ଡି.ଏନ୍‌.ଏ.): ମାଲକାନଗିରି ପୋଲିସ ପକ୍ଷରୁ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେ ହେଲେ ସମରା ବଜ। ସମରା ଦୀର୍ଘ ଦିନରୁ ମାଓବାଦୀ ସଙ୍ଗଠନ ପାଇଁ କାର୍ଯ୍ୟ...

ହମ୍ପସ୍‌ ବଢ଼ାଉଛି ରାଜପଥରେ ଦୁର୍ଘଟଣା

କଣିହାଁ,୨୧।୩(ଡି.ଏନ.ଏ.): ୫୩ନଂ. ଜାତୀୟ ରାଜପଥର କଣିହାଁ ବ୍ଲକ ସଦର ମହକୁମା ଠାରେ ଏକ ନୂଆ ହମ୍ପସ୍‌ ନିର୍ମାଣ କରାଯାଇଛି। ହେଲେ ନିୟମ ଅନୁସାରେ ଗାଡ଼ି ଚାଳକଙ୍କ...

ମହଙ୍ଗା ପଡିଲା ନାବାଳକଙ୍କୁ ଗାଡିଚାଳନା

ଭଦ୍ରକ ଅଫିସ,୮।୨: ଭଦ୍ରକରେ ଜଣେ ନାବାଳକଙ୍କୁ ଗାଡି ଚଳାଇବା ମହଙ୍ଗା ପଡିଛି। ଭଣ୍ଡାରିପୋଖରୀ ରାଣୀଗଡିଆ ନିକଟରେ ଆରଟିଓ ପକ୍ଷରୁ ତାଙ୍କ ନାଁରେ ୪୨,୫୦୦ଟଙ୍କା ଜରିମାନା କରାଯାଇଛି।...

ପଶ୍ଚିମବଙ୍ଗରେ ହିନ୍ଦୁ ଅସୁରକ୍ଷିତ ଅଭିଯୋଗ; ରାଷ୍ଟ୍ରପତି ଶାସନ ଦାବି କଲା ବଜରଙ୍ଗ ଦଳ

ବ୍ରହ୍ମପୁର ଅଫିସ,୧୭ା୧୦-ପଶ୍ଚିମବଙ୍ଗରେ ଜଣକ ପରେ ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଉଛି। ଗତ କିଛିବର୍ଷ ହେଲା ଏହି ଧାରା ଜାରି ରହିଛି । ସେଠାରେ ହିନ୍ଦୁମାନେ ନିଜକୁ...

Advertisement
Archives

Model This Week