ଓ୍ବେସ୍କୋ ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ସୁନା ବିସ୍କୁଟ ଜବତ

ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଓ୍ବେସ୍କୋ ସୁପରିଟେଣ୍ଡେଣ୍ଟ ଅଫିସର ଆକାଉଣ୍ଟାଣ୍ଟ ବିଭୂତିଶଙ୍କର ବିନ୍ଧାଣୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ମାମଲାରେ ବଲାଙ୍ଗୀର ସର୍କିଟ ହାଉସ ନିକଟରେ ଥିବା ତାଙ୍କ ଘର ଓ ପ୍ୟାଲେସରେ ଥିବା ୱେସ୍କୋ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଛି। ପ୍ରାରମ୍ଭିକ ଖାନତଲାସି ପରେ ସୁନା ବିସ୍କୁଟ, ଅଳଙ୍କାର, ୧୬ ଲକ୍ଷ ୩୨ ହଜାର ନଗଦ ଟଙ୍କା ଜବତ ହୋଇଥିବା ଜଣାପଡିଛି। ତଦନ୍ତ ଜାରି ରହଥିବା ବେଳେ ଜବତ ଟଙ୍କାରୁ ୧୪ ଲକ୍ଷ ତାଙ୍କ ଶାଳିର ବୋଲି ବିନ୍ଧାଣୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri