ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ଟିଟିଲାଗଡ଼,୩।୧୨(ଡି.ଏନ.ଏ): ବଲାଙ୍ଗୀର ଜ଼ିଲା ଟିଟିଲାଗଡ଼ରେ ଗୁରୁବାର ସକାଳୁ ମୁରିବାହାଲ ରେଞ୍ଜର ପ୍ରଶାନ୍ତ ନାୟକ ଘରେ ଭିଜିଲାସନ୍ସ ଚଢାଉ ହୋଇଛି। ଡିସପି ଦାଶରଥି ସେଠଙ୍କ ନେତୃତ୍ୱରେ ରେଞ୍ଜରଙ୍କ ଟିଟିଲାଗଡ଼ ବାସଭବନ, ମୁରିବାହାଲ ଅଫିସ, ବେଲପଦର ଫିରମ୍ଭହାଉସରେ ଚଢାଉ ଜାରି ରହିଛି। ସୂଚନାଯୋଗ୍ୟ, ପ୍ରଶାନ୍ତଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୋ ପାର୍କିଂକୁ ନେଇ ଅଡ଼ୁଆ

ଅନୁଗୋଳ ଅଫିସ, ୨୯ା୫ – ଅନୁଗୋଳ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗୁରୁବାର ନୋ ପାର୍କିଂ ବୋର୍ଡ ଲଗାଯାଇଛି। ଫଳରେ...

ଦେବଗଡରେ ସ୍ଥିତି ସମୀକ୍ଷା କଲେ କୋଭିଡ ପର୍ଯ୍ୟବେକ୍ଷକ

ଦେବଗଡ, ୬ା୫(ଡି.ଏନ.ଏ.): କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ଦେବଗଡ ଜିଲା ନିମନ୍ତେ ନିଯୁକ୍ତ ପର୍ଯ୍ୟବେକ୍ଷକ ତଥା ଶକ୍ତି ବିଭାଗର ସଚିବ ବିଷ୍ଫୁପଦ ସେଠୀ ଏବଂ ସ୍ବତନ୍ତ୍ର...

ମହଜୁଦ୍‌ ଥାଇ ବି ଚାଷୀଙ୍କୁ ଦେଲେନି ସାର

ବୁଗୁଡ଼ା,୨୦ା୮(ଡି.ଏନ୍‌.ଏ.)- ବୁଗୁଡ଼ାର କେତେକ ସାର ଦୋକାନରେ ସାର ମହଜୁଦ ଥାଇ ମଧ୍ୟ ଚାଷୀଙ୍କୁ ଦିଆଯାଉ ନ ଥିଲା। ଏ ନେଇ ଚାଷୀମାନେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ...

ଜିଲାପାଳଙ୍କୁ ନିର୍ଦ୍ଦେଶ: ଡିଏମ୍‌ଏଫ୍‌ ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ କର

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍‌ଏଫ୍‌) ଏବଂ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓମ୍ବାଡକ) ଅର୍ଥରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ନିର୍ଦ୍ଧାରିତ...

୭ ବର୍ଷ ହେଲା ନାହାନ୍ତି ସ୍ଥାୟୀ ଡାକ୍ତର, ୫ ପଞ୍ଚାୟତର ଲୋକେ ପାଉନାହାନ୍ତି ସ୍ବାସ୍ଥ୍ୟସେବା

ନାଉଗାଁ,୧୧ା୭(ସ୍ବ.ପ୍ର.): ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଯୋଜନା ଉପରେ ଯୋଜନା କରିଚାଲିଛନ୍ତି। ପ୍ରତି ୫ ହଜାର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଉପକେନ୍ଦ୍ର...

ବାଲ୍ୟବିବାହ ବିରୋଧୀ ଫୋରମର ଶୁଭାରମ୍ଭ

ଫୁଲବାଣୀ ଅପିସ,୨୬ା୮-ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ ପ୍ରଶାସନ ଓ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ମିଳିତ ଭାବେ ପ୍ରୟାସ ଆରମ୍ଭ କରିଛନ୍ତି। ଜିଲାପାଳ...

କାକଟପୁର ଅଞ୍ଚଳ ହେଲା ବିଶୋଧନ

କାକଟପୁର,୧୮।୫(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ପାଇଁ ଆରଏସ୍‌ଏସ୍‌ ଓ ଏବିଭିପି ମିଳିତ ଆନୁକୂଲ୍ୟରେ କାକଟପୁର ନଗର ଶାଖା ତରଫରୁ ସୋମବାର କାକଟପୁର ଅଞ୍ଚଳକୁ ବିଶୋଧନ କରାଯାଇଛି।...

ବସ୍‌ର କାଚ ଭାଙ୍ଗି ଜେଲ୍‌ ଗଲେ ଦୁଇ ଯୁବକ

ଭବାନୀପାଟଣା,୨୫।୧(ଡି.ଏନ୍‌.ଏ.) : ଏକ ଘରୋଇ ବସ୍‌ର କାଚ ଭାଙ୍ଗିବା ଅଭିଯୋଗରେ ଟାଉନ ଥାନା ପୋଲିସ କଳାହାଣ୍ଡି ଜିଲା ଭବାନୀପାଟଣାର ୨ ଯୁବକଙ୍କୁ ଗିରଫ କରି ଶୁକ୍ରବାର...

Advertisement
Archives

Model This Week