ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ କିରାଣି ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୭।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲାର ପୁଇଁତଲା ବ୍ଳକର ବରିଷ୍ଠ କିରାଣିଙ୍କ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ଶନିବାର ସକାଳେ ବରିଷ୍ଠ କିରାଣି ରବୀନ୍ଦ୍ର କୁମାର ମହାନ୍ତିଙ୍କ ବଲାଙ୍ଗୀର ସହର ସାଗରପଡା ବାସଭବନ, ଗୁଡଭେଲା ବ୍ଳକର ଡାହିମାଳ ଗ୍ରାମ ସ୍ଥିତ ବାସଭବନ ଓ ପୁଇଁତଲା ବ୍ଳକ ଅଫିସରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ବଲାଙ୍ଗୀର ଓ ସମ୍ବଲପୁର ଭିଜିଲାନ୍ସ ଟିମ ମିଳିତ ଭାବେ ଏହି ଚଢ଼ାଉ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜରି ବସ୍ତାରେ ଧାନ କିଣାକୁ ନେଇ ବିବାଦ

ପଦ୍ମପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗଠାରେ ମହିଳା ମହାସଂଘ ପକ୍ଷରୁ ଗୋରାମାଟି ଓ ସାବରଙ୍ଗ ପଞ୍ଚାୟତର ଚାଷୀଙ୍କଠାରୁ ଧାନ କିଣା ଯାଉଛି। ପ୍ରଥମରୁ ଝୋଟ...

ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ

ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା।...

ଚିକିତ୍ସା ସେବା ଅନୁଧ୍ୟାନ କଲେ ଜିଲାପାଳ

ଅନୁଗୋଳ ଅଫିସ୍‌, ୨୪ା୧ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗୁରୁବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନରେ ଯାଇ ଚିକିତ୍ସା ସେବା ଅନୁଧ୍ୟାନ କରିଛନ୍ତି। ମେଡିକାଲରେ...

୭ଦିନ ପାଇଁ ସିଲ୍‌ ହେଲା ୭ଦୋକାନ

ପଦ୍ମପୁର,୨୦।୫(ଡି.ଏନ୍‌.ଏ): କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୩ଟି ଗାଁର ୭ଟି ଦୋକାନକୁ ସିଲ୍‌ କରାଯାଇଛି। ବେତଡା ବଜାରର ନଛିପୁରରେ ଥିବା...

ଗଞ୍ଜାମ ବ୍ଲକ ସିପିଏମ୍‌ ପକ୍ଷରୁ ଜାତୀୟ ରାଜପଥ ବନ୍ଦ

ଗଞ୍ଜାମ,୨୭।୯(ଡିଏନ୍‌.ଏ.): ଗଞ୍ଜାମରେ ଭାରତ ବନ୍ଦପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳୁ ଗଞ୍ଜାମ ବ୍ଲକ ସିପିଏମ୍‌ ପକ୍ଷରୁ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟଙ୍କ ନେତୃତ୍ୱରେ ୧୬ ନମ୍ବର...

ଟ୍ରକକୁ ଧକ୍କା ଦେଲା କାର: ଜଣେ ମୃତ, ଗୋଟିଏ ପରିବାରର ୫ ଆହତ

ରାୟଗଡା ଅଫିସ୍‌, ୨୦।୬- ରାୟଗଡା ସହରର ସିରିଗୁଡାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ପରିବାରର ୫ଜଣ ଗୁରୁତର ଆହତ...

ଟ୍ରକରେ ଅସୁରକ୍ଷିତ ଯାତ୍ରା କରୁଛନ୍ତି ଶ୍ରମିକ

କେନ୍ଦୁଝର,୧୬ା୫(ସ୍ବ.ପ୍ର.)-ସାରା ଦେଶରେ ଜାରି ରହିଛି ଲକଡାଉନ। ଏହି ସମୟରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ ୪୯ ନଂ ଓ ୨୦ ନଂ. ରେ ପ୍ରତିଦନ...

ଦୁଆର ମୁହଁରେ ଚାଲିଗଲା ଜୀବନ

ଗୋଳାମୁଣ୍ଡା,୩୧।୫: କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଥାନା ଅଧୀନ ସିନାମାଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଙ୍କଜ ନାଗଙ୍କ...

Advertisement


Archives

Model This Week