ଶ୍ରୀ ବାଲାଜୀ ଇଞ୍ଜିକନ ଲିଃରେ ଆୟକର ବିଭାଗର ଚଢ଼ାଉ

ଝାରସୁଗୁଡ଼ା ଅଫିସ,୨୬ା୧୧: ବେଲପାହାଡ଼ସ୍ଥିତ ଶ୍ରୀ ବାଲାଜୀ ଇଞ୍ଜିକନ ଲିଃ ନାମକ ଠିକାସଂସ୍ଥାର ମୁଖ୍ୟ କାର୍ଯ୍ୟାଳୟ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ବର ଆୟକର ବିଭାଗ କାର୍ଯ୍ୟାଳୟରୁ ୬୦ରୁ ଊଦ୍ଧର୍‌ବ ଅଧିକାରୀ ଓ କର୍ମଚାରୀ ଉକ୍ତ ଠିକାସଂସ୍ଥା କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାଗଜପତ୍ର ଯାଞ୍ଚ ଚଳାଇଛନ୍ତି। ଏହି କାର୍ଯ୍ୟାଳୟକୁ ପୋଲିସ ଜଗି ରହିଥିବା ବେଳେ ଭିତରକୁ କାହାରିକୁ ଛାଡ଼ି ଦେଉନାହିଁ। ୨୮ଟି ଗାଡ଼ିରେ ଆୟକର ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଆସିଥିବା ଜଣାପଡ଼ିଛି। ଖବରପାଇ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଉକ୍ତ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ ମଧ୍ୟ ପୋଲିସ କାହାରିକୁ ଭିତରକୁ ଛାଡ଼ି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍‌

ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍...

ଆଜି ପୂର୍ବାହ୍ନ ୧୧ଟାରେ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୨।୬: ଚଳିତବର୍ଷ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ଗତ ୧୮ତାରିଖରେ ଦେଇଥିବା ରାୟର ପୁନର୍ବିଚାର କରିବା ପାଇଁ ଏକାଧିକ ଆବେଦନ...

ସ୍କୁଲ ପରିସରରୁ ଗଛକଟା ଅଭିଯୋଗ

ଭଣ୍ଡାରିପୋଖରୀ, ୧।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ସାରୋ ନୋଡାଲ ସ୍କୁଲ ପରିସରରୁ ୫ଟି ବଡ଼ ବଡ଼ କଦମ୍ବ ଗଛ...

ବୁଗୁଡ଼ା ଉପକୋଷାଗାରର ନୂତନ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ନୂତନ

ବୁଗୁଡ଼ା,୭।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗଡ଼ାରେ ଥିବା ଉପକୋଷାଗାରର ନୂତନ ଅଧିକାରୀ ଭାବେ ଶୁକ୍ରବାର ନୂତନ ମଲ୍ଲିକ୍‌ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଉପକୋଷାଗାରର ସେ ପ୍ରଥମ...

ଚୋରାଚାଲାଣ ବେଳେ ଧରିଲା ଦାରିଙ୍ଗବାଡ଼ି ପୋଲିସ: ୨ ଗିରଫ, କାର୍‌ ସହ ୨୦ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି,୧୭।୩(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ ବେଳେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏକ କାର୍‌କୁ ଜବତ ସହ ୨୦କେଜି ଗଞ୍ଜେଇକୁ ଜବତ କରାଯାଇଛି।...

ବଜ୍ରପାତରେ ଜଣେ ମୃତ, ୩ ଗୁରୁତର

ଠାକୁରମୁଣ୍ଡା,୧୦ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ କେଶଡ଼ିହା ପଞ୍ଚାୟତ ପୁରୁଣାପାଣି ଗ୍ରାମରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ୩...

ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ...

ନିର୍ଦ୍ଧାରଣ ହେବ ୧୦୧୧ ପ୍ରାର୍ଥୀଙ୍କ ଭାଗ୍ୟ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ଏବଂ କଣିହଁା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।...

Advertisement
Archives

Model This Week