ସ୍ପେଶାଲ ପ୍ଲାନିଂ ଅଫିସ ଟ୍ରେସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୨୧ା୧୨-ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଟିମ୍‌ ବଲାଙ୍ଗୀର ସ୍ପେଶାଲ ପ୍ଳାନିଂ ଅଫିସର ଟ୍ରେସର(ନକ୍ସା ଅଙ୍କନକାରୀ)ଜୀବଦୀଶ ପାତ୍ରଙ୍କ ଘର ଓ ଅଫିସରେ ସୋମବାର ଚଢ଼ାଉ କରିଥିଲା। ଭିଜିଲାନ୍ସ ଟିମ୍‌ ପାତ୍ରଙ୍କ ବଲାଙ୍ଗୀର ସହର ଆଦର୍ଶପଡାସ୍ଥିତ ଘର, ଭାଇଙ୍କ ଘର, କଲେଜ ଛକରେ ଥିବା ସ୍ପେଶାଲ ପ୍ଳାନିଂ ଅଫିସ ଓ ପୁଇଁତଲା ଥାନା ଅନ୍ତର୍ଗତ ତାଙ୍କ ପୈତୃକ ଗ୍ରାମରେ ଏକକାଳୀନ ଚଢ଼ଉ କରିଥିଲା ା ପାତ୍ରଙ୍କ ବ୍ୟାଙ୍କ, ବୀମା, ଘର, ଆସବାବପତ୍ର ଓ ଅନ୍ୟ ସମ୍ପତ୍ତି ଆକଳନ କରାଯାଇଥିଲା। ତଦନ୍ତରୁ ପାତ୍ରଙ୍କ ପ୍ରାୟ ୯୨ଲକ୍ଷ ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ରହିଥିବା ଜଣାପଡିଥିଲା। ସମ୍ବଲପୁର ଭିଜିଲାନ୍ସ ଡିଏସ୍‌ପି ଦାଶରଥୀ ସେଠୀ, ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି କାଦମ୍ବିନୀ ସାମଲ, ଇନ୍ସପେକ୍ଟର ସଦାନନ୍ଦ ପାଣି, ତପସ୍ବିନୀ ସେଠୀଙ୍କ ସହ ବଲାଙ୍ଗୀର, ସୋନପୁର ଓ ସମ୍ବଲପୁର ଭିଜିଲାନ୍ସ ଟିମ୍‌ର ଅଧିକାରୀ ଓ କର୍ମଚାରୀ ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ହସ୍ପିଟାଲ୍‌ରେ ରହିବା ପରେ ପୁଣି ଜେଲ୍‌ ଗଲେ ଇମ୍ରାନ: ନାଟକ କରୁଛନ୍ତି ମୁନିର

ଇସଲାମାବାଦ୍‌,୨୧।୮: ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମସ୍ୟା ଥମିବାର ନାଁ ଧରୁନି। ତାଙ୍କୁ ହସ୍ପିଟାଲରୁ ପୁଣି ଜେଲକୁ ପଠାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ, ଇମ୍ରାନଙ୍କୁ କଡ଼ା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri