ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭଦ୍ରକ ଅଫିସ:୨୪।୮: ଭଦ୍ରକ ସିଡିପିଓଙ୍କ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲୀଲତା ଦାସଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ବେଳେ ସେ ବହୁ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏସ୍‌ପିଙ୍କ ନିର୍ଦ୍ଦେଶରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝରରୁ ୩ଟି ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରଖିଛନ୍ତି। ଏକକାଳୀନ ମଲ୍ଲୀଲତାଙ୍କ ଆରଡ଼ି ଛକସ୍ଥିତ ବାସଭବନ, ତାଙ୍କ ଅଫିସ ଏବଂ ବାପଘର ଭଦ୍ରକ ବ୍ଲକ ଅଧୀନ ଆମ୍ଭରୋଲରେ ଚଢ଼ାଉ ଚାଲିଛି। ଭିଜିଲାନ୍ସ ବିଭାଗ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଥିବା ବେଳେ ଅଦ୍ୟାବଧି ବିଭିନ୍ନ ବେନାମୀ ସମ୍ପତ୍ତିର କାଗଜପତ୍ର ଯାଞ୍ଚ କରାଯାଉଥିବା ଭିଜିଲାନ୍ସ ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିମାଡ଼ରେ ସମିତି ସଭ୍ୟାଙ୍କ ସ୍ବାମୀ ମୃତ

ବେଲପଡା, ୨୮ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ବାଗଡୋର ପଞ୍ଚାୟତର ସମିତି ସଭ୍ୟା ବନିତା ବିଶ୍ୱାଳଙ୍କ ସ୍ବାମୀ ଲୋକନାଥ ବିଶ୍ୱାଳ(୪୫) ସୋମବାର ସନ୍ଧ୍ୟାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ...

ରେଳ ପ୍ରକଳ୍ପ: ଓଡ଼ିଶାର ଦାବି ୭,୨୦୦ କୋଟି

ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ର ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଆସନ୍ତା ବଜେଟରେ ଓଡ଼ିଶାରେ ଚାଲୁ ରହିଥିବା ତଥା ନୂତନ ଭାବେ...

ବିଦ୍ୟୁତ୍‌ ଦର ବୃଦ୍ଧିକୁ ବିରୋଧ

ଭୁବନେଶ୍ୱର,୫।୪(ବ୍ୟୁରୋ): ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ରବିବାର ସନ୍ଧ୍ୟାରେ ୩୦ ମିନିଟ୍‌ ବିଜୁଳି କାଟ କରାଯାଇଛି। ବିଭିନ୍ନ ସ୍ଥାନରେ...

ବମ୍ବେ ପୋଲିସ ଦ୍ୱାରା ନାବାଳିକା ଉଦ୍ଧାର ମାମଲା; ସମ୍ପର୍କୀୟଙ୍କ ସମେତ ୩ ଗିରଫ

ଢେଙ୍କାନାଳ ଅଫିସ, ୮ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ୧୭ବର୍ଷର ନାବାଳିକାଙ୍କୁ ବମ୍ବେ ପୋଲିସ ଉଦ୍ଧାର କରି ଗତ ୨୭ ତାରିଖ ଦିନ ଢେଙ୍କାନାଳ...

ରାଜପଥ ପାର୍ଶ୍ୱରେ ଗଦା ହୋଇଛି ମାଟି, ଯାତାୟାତରେ ସମସ୍ୟା

ପଟ୍ଟାଙ୍ଗୀ, ୭ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଦେଇ ଦୁଇ ରାଜ୍ୟକୁ ସଂଯୋଗ କରୁଥିବା ଜାତୀୟ ରାଜପଥ କଡ଼ରେ ମାଟି ଗଦାହୋଇ ରହିଛି।...

୭୩.୫% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ପୁରୁଷ ଓ ମହିଳା ସେହିପରି ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକମାନଙ୍କ କ୍ଷେତ୍ରରେ କୋଭିଡ୍‌ ଆଣ୍ଟିବଡ଼ି ସୃଷ୍ଟି ହେବା ନେଇ କୌଣସି ବଡ଼...

ଭାସିଯାଉଥିବା ବେଳେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ: ଉଭୟଙ୍କୁ ପୁରସ୍କାର ଦାବି

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପୋଲ ଉପରୁ ଶୁକ୍ରବାର ଜଣେ ବ୍ୟକ୍ତି ପାଣି ଭିତରକୁ ଖସି...

ପ୍ରତିରକ୍ଷା ବିଭାଗର ୨ ଯବାନ କରୋନା ସଂକ୍ରମିତ : ଅନିର୍ଦ୍ଦିଷ୍ଟ କାଳ ପାଇଁ ପିଏକ୍ସଇ ବନ୍ଦ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ବିଭାଗ ପିଏକ୍ସଇ(ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) ମିଲଟାରୀ ୱିଙ୍ଗ୍‌ସର ୨ ଯବାନ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି...

Advertisement
Archives

Model This Week