ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର ଅଫିସ ,୧୪।୧୦ – ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରାଯାଇଛି। ଶିକ୍ଷକ ଭୁବନାନନ୍ଦ ସାହୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କର ବ୍ରହ୍ମପୁର ବାସଭବନ, ଭୁବନେଶ୍ୱରରେ ଥିବା ଫ୍ଲାଟ ସମେତ ୯ଟି ସ୍ଥାନରେ ଚଢାଉ ଜାରି ରଖିଥିବା ନେଇ ଏସପି ଅନିଲ କୁମାର ପାତ୍ର ସୂଚନା ଦେଇଛନ୍ତି। ଚଢାଉ ଜାରି ରହିଥିବାରୁ ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଆକଳନ କରାଯାଇପାରିନାହିଁ । ୯ଟି ଟିମ ଗଠନ କରାଯାଇ ଶିକ୍ଷକଙ୍କ ବିଭିନ୍ନ ସ୍ଥାନରେ ଥିବା ଘର ଉପରେ ଚଢାଉ କରାଯାଇଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ନେଇ ଆମ୍ବୁଲାନ୍ସ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୪ ଜୀବନ

ରାୟଗଡା ଅଫିସ,୧୩।୮: ରାୟଗଡ଼ା ଜିଲା ଅମ୍ବାଦଳା ଥାନା ମଞ୍ଜୁରୁକୁପା ନିକଟରେ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି।...

୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ

ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା...

ଟ୍ୟୁଶନ ନ ପଢ଼ିଲେ ମାର୍କ ଦେଉନାହାନ୍ତି ଅଧ୍ୟାପକ

ବ୍ରହ୍ମପୁର ଅଫିସ୍‌,୨୦ା୭-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି । ଯେଉଁ ଛାତ୍ରୀମାନେ ଟ୍ୟୁଶନ ପଢ଼ିବେ ନାହିଁ,...

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ...

ଶୋଇଥିବା ବେଳେ ମସାରି ସହ ଶିଶୁପୁତ୍ରକୁ କାମୁଡ଼ି ନେଲା ଶିଆଳ: ଗୁରୁତର ଅବସ୍ଥାରେ ଉଦ୍ଧାର, ଭଦ୍ରକ ମେଡିକାଲରେ ଚାଲିଛି ଚିକିତ୍ସା

ଭଦ୍ରକ ଅଫିସ,୨୯।୬: ଶିଆଳ କାମୁଡ଼ାରେ ଶନିବାର ଜଣେ ଚାରି ମାସର ଶିଶୁପୁତ୍ର ଗୁରୁତର ହୋଇଛି। ସେ ହେଲେ ବାସୁଦେବପୁର ପୌରପାଳିକା ବାଲିନଗର ଗ୍ରାମର ବଳରାମ ଗିରୀଙ୍କ...

କେନ୍ଦୁଝରର ଯୁବ ବୈଜ୍ଞାନିକ ଇସ୍ରୋରେ ପୁରସ୍କୃତ

କେନ୍ଦୁଝର, ୩୧।୧(ସ୍ବ.ପ୍ର./ଡି.ଏନ୍‌.ଏ.): ଅନ୍ତରୀକ୍ଷ ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳ କୃଷ୍ଣ ଖଟୁଆ ଇସ୍ରୋ ପକ୍ଷରୁ ବିକ୍ରମ ସରାଭାଇ...

ବାରିପଦାରେ ଭାରତ ବନ୍ଦର ପ୍ରଭାବ

ବାରିପଦା ଅଫିସ ୨୬।୧୧: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଗୁରୁବାର ଭାରତ ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ଯାନବାହନ ଚଳାଚଳ, ବ୍ୟାଙ୍କ, କଚେରୀ, ଡାକସେବା...

୧୪୪ ଧାରା ଉଲ୍ଲଂଘନ: ଦଶଦୋଳ ମେଳଣରେ ଏକାଠି ହେଲେ ୫ ହଜାର ଲୋକ: ୨୨ ଜଣଙ୍କ ନାମରେ ମାମଲା

ରଣପୁର,୨୧।୩(ଡି.ଏନ୍‌.ଏ.): କରୋନା ଭୂତାଣୁ (କୋଭିଡ୍‌-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରିଚାଲିଛି। ଏ ନେଇ ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସିନେମା ହଲ, ପାର୍କ,...

Advertisement


Archives

Model This Week