ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ/ମୁରିବାହାଲ,୮।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଚଲକି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ବମ୍ବର ଭୋଇଙ୍କ ଘରେ ବୁଧବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟାଳୟ, ପାଟଣାଗଡ ଗଙ୍ଗାନଗର ଏବଂ ମସିହା ଗ୍ରାମସ୍ଥିତ ଘରେ ଏକକାଳୀନ ଚଢ଼ାଉ ଚାଲିଛି। ତଦନ୍ତ ପରେ ସବିଶେଷ ତଥ୍ୟ ଦିଆଯିବ ବୋଲି ଭିଜିଲାନ୍ସ ଡିଏସ୍‌ପି ସଦାନନ୍ଦ ପାଣି କହିଛନ୍ତି । ଏହି ଚଢ଼ାଉରେ ବଲାଙ୍ଗୀର, ବରଗଡ଼, ସୋନପୁର ଓ ସମ୍ବଲପୁର ଭିଜିଲାନ୍ସ ବିଭାଗ ସାମିଲ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ବସ୍ତା ଗୁଟ୍‌ଖା ଜବତ, ଏଜେଣ୍ଟ ଗିରଫ, ୨ ମାଲିକ ଫେରାର

ବ୍ରହ୍ମପୁର ଅଫିସ,୧୦ା୮-ବ୍ରହ୍ମପୁର ସହର ଓ ସହରତଳି ଅଞ୍ଚଳରେ ଗଢି ଉଠିଥିବା ଗୁଟ୍‌ଖା କାରଖାନାଗୁଡିକରେ ପୋଲିସ ନିୟମିତ ଚଢାଉ କରି ବହୁ କୋଟି ଟଙ୍କାର ଗୁଟ୍‌ଖା ଜବତ...

ଡକାୟତି ଉଦ୍ୟମ ପଣ୍ଡ: ମାରଣାସ୍ତ୍ର ସହ ଦୁଇ ଗାଡ଼ି ଜବତ, ୪ ଗିରଫ

ପଟ୍ଟାମୁଣ୍ଡାଇ,୨୨ା୬(ସ୍ବ.ପ୍ର.) : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ଅଞ୍ଚଳ ତରାଡ଼ିପାଳ ପଞ୍ଚାୟତ ଗୋପାଳପୁର ଛକରୁ ରବିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ କରୁଥିବା ବେଳେ...

ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ୍‌,୭ା୬- ମଡର୍ଣ୍ଣ ୟୁଥ୍‌ କ୍ଲବ ତରଫରୁ ତଥା ବିଏମ୍‌ସି ସହଯୋଗରେ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଯାପିତ...

କରୋନା ରୋକିବା ଲାଗି ସରପଞ୍ଚଙ୍କ ଶପଥ ପାଠ

ଭଣ୍ଡାରିପୋଖରୀ,୧୪ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ସଂଗୀତା ଖଣ୍ଡେଇଙ୍କ ତତ୍ତ୍ୱାବଧାନରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ...

କୋଭିଡ୍‌ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର

ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍‌ଲାଇନ୍‌ରେ ସେ ଏହି...

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: ୧୮ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୪।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୮ତାରିଖରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ଏହି...

ଭିଜିଲାନ୍ସ ଜାଲରେ ଡିଆର୍‌ଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି

ଭବାନୀପାଟଣା, ୩୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି...

ଚତୁର୍ଥ ସୋମବାର, ଶୈବପୀଠ ବୁଦ୍ଧଖୋଲରେ ଭକ୍ତଙ୍କ ଭିଡ

ବୁଗୁଡ଼ା,୩୧ା୧୦(ଡି.ଏନ.ଏ.)-ଧର୍ମ ମାସ କାର୍ତ୍ତିକର ଚତୁର୍ଥ ସୋମବାର ଅବସରରେ ପ୍ରସିଦ୍ଧ ଶୈବପୀଠ ବୁଦ୍ଧଖୋଲରେ ବହୁ ଭକ୍ତଙ୍କ ସମାଗମ ପରିଲକ୍ଷିତ ହୋଇଥିଲା। ଶୃଙ୍ଖଳାରେ ଦର୍ଶନ ପାଇଁ ପୋଲିସ ଉପସ୍ଥିତିରେ...

Advertisement
Archives

Model This Week