ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଛତ୍ରପୁର ବିଇଓଙ୍କ ଘରେ ପଶିଲା ଭିଜିଲାନ୍ସ

ଛତ୍ରପୁର,୩୧।୮(ସନ୍ତୋଷ ପାଢ଼ୀ): ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି।

ସୀତାରାମଙ୍କ ବ୍ରହ୍ମପୁର ସ୍ଥିତ ଖୋଡ଼ାସିଙ୍ଗି ନିକଟ ରାମକୃଷ୍ଣନଗର ସପ୍ତମ ଲେନର ଦୁଇ ମହଲା କୋଠା, ଖୋଡ଼ାସିଙ୍ଗି ନିକଟ ଶରଧାବାଲି ପ୍ରଥମ ଲେନ ବିଜୟ ଟାୱାର-୨ର ଫ୍ଲାଟ୍‌ ନମ୍ବର ୩୦୪, ପୋଲସରାର କୋଳି ସାହିରେ ଥିବା ଦୁଇ ମହଲା କୋଠା ଓ ଗୋଟିଏ କୋଠା, ବ୍ରହ୍ମପୁର କଳିଙ୍ଗନଗର ସ୍ଥିତ ତାଙ୍କ ସମ୍ପର୍କୀୟଙ୍କ ଘରେ ଏବଂ ଛତ୍ରପୁର ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ଚାଲିଛି। ଏଥିରେ ରାଜ୍ୟ ଭିଜିଲାନ୍ସ ନେତୃତ୍ୱରେ ୫ ଡିଏସପି, ୪ ଇନ୍ସପେକ୍ଟର, ୫ ଏସଆଇ /ଏଏସଆଇ ଓ ଅନ୍ୟ ବିଭାଗର କର୍ମଚାରୀ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri