ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କାମାକ୍ଷାନଗର,୧୮ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ ଘରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ ସମେତ ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଚାଲିଛି।

ଏହି ଚଢାଉରେ ୭ ଡିଏସପି, ୩ ଜଣ ଇନସପେକ୍ଟର ଏବଂ ୮ ଜଣ ଆଇଆଇସି ସାମିଲ ଅଛନ୍ତି।  ଉପଜିଲାପାଳଙ୍କର ଭୁବନେଶ୍ୱର ଝାରପଡ଼ାରେ ୩ ମହଲା କୋଠା, ଭଦ୍ରକ କୁଆଁଶରେ ୩ ମହଲା, ଗେଲପୁରରେ ଏକ ଦୁଇ ମହଲା ବିଶିଷ୍ଟ କୋଠା ଥିବା ସୂଚନା ମିଳିଛି।  ତାଙ୍କ ସହଯୋଗୀଙ୍କ ଘର-ଜୋରାଗଡ଼ିଆ, ଭଣ୍ଡାରିପୋଖରୀ, ଭଦ୍ରକରେ ମଧ୍ୟ ଚଢ଼ାଉ ଚାଲିଛି। ଚଢ଼ାଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri