ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ ହୋଇଛି। ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଚଢ଼ାଉ ହୋଇଛି। ଏଥିରେ କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଭଦ୍ରକ ଓ ଭୁବନେଶ୍ୱର ଅଂଚଳର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୨ ଅଡିସନାଲ ଏସପି, ୯ ଡିଏସପି, ୪ ଏଏସଆଇ ପ୍ରମୁଖ ନେତୃତ୍ୱ ନେଇଛନ୍ତି। ରିପୋର୍ଟ ଲେଖା ପର୍ଯ୍ୟନ୍ତ ଚଢ଼ାଉ ଜାରି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri