ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଇଣ୍ଡା,୧୬।୪(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି।

ତାଙ୍କ ବାସ ଭବନରୁ କିଛି କାଗଜପତ୍ର ମଧ୍ୟ ଜବତ କରାଯାଇଛି । ଏଥିସହ ବ୍ଲକରେ ଉକ୍ତ ଟିମ ତାଙ୍କର କାଗଜ ପତ୍ର ଯାଞ୍ଚ କରିଛି । ତାଙ୍କ ନାମରେ ପୂର୍ବରୁ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ହୋଇ ଥିଲା। ଏ ପରିକି ଆଠମଲ୍ଲିକ ଅଞ୍ଚଳର ଜଣେ ସରପଞ୍ଚ ତାଙ୍କ ବିଲ୍‌ ପାସ କରି ଦେବା ପାଇ ତାଙ୍କୁ ହଇରାଣ କରୁଥିବା ବେଳେ ସେ ଗୋଡ଼ ଧରି ନିବେଦନ କରିବା ସହ ଏକ ଭିଡିଓ ସୋସିଆଲ ମିଡଆ ରେ ଭାଇରାଲ ହୋଇଥିଲା । ଏ ପରିକି ବିଭିନ୍ନ ବିଲ୍‌ ପାସ କରୁଥିବା ସମୟରେ ସେ ମୋଟା ଅଙ୍କର ଅର୍ଥ ନେଉଥିବା ଅଭିଯୋଗ ହୋଇଥିଲା।  ଫଳରେ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କୁ ଅଟକ କରାଯିବା ସହ ଏକ କାଳୀନ ୯ଟି ସ୍ଥାନରେ ଚଢ଼ାଉ  ଜାରି ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri