ପୁରୀ ସହକାରୀ ବନ ସଂରକ୍ଷକଙ୍କ ଅଫିସ୍‌ ସମେତ ଏସବୁ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଅଫିସ,୫।୮: ପୁରୀ ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ବାଇଁଙ୍କ ଘରେ ବୁଧବାର ବେଆଇନ୍‌ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଏକ କାଳୀନ ଭିଜିଲାନ୍ସର ୫ଟି ଟିମ୍‌ ଏହି ଚଢ଼ାଉ କରୁଛନ୍ତି। ପୁରୀରେ ଥିବା ଅଫିସ୍‌, ଭଡ଼ା ଘର, ଢେଙ୍କାନାଳସ୍ଥିତ ଶ୍ୱଶୁର ଘର ବାଲିଅନ୍ତା ସିସିଲୋରେ ଥିବା ପୈତୃକ ଘର ଓ ଭୁବନେଶ୍ୱର ସରକାରୀ ବାସଭବନରେ ଏହି ଚଢ଼ାଉ ଚାଲିଛି। ପୁରୀ ଅଫିସ୍‌ରେ ଚଢ଼ାଉ ସମୟରେ ନଗଦ ୪୩ ହଜାର ଟଙ୍କା, ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ବ୍ୟାଙ୍କ ପାସ୍‌ବୁକ୍‌ ଜବତ କରାଯାଇଛି। ଭିଜିଲାନ୍ସ ଟିମ୍‌ ସହକାରୀ ବନ ସଂରକ୍ଷକକୁ ନିଜ ହେପାଜତକୁ ନେଇ କିଭଳି ସେ ଆୟବହିର୍ଭୂତ ସମ୍ପତ୍ତି ଠୁଳ କଲେ ସେ ନେଇ ପଚରାଉଚରା କରାଯିବ ବୋଲି ଭିଜିଲାନ୍ସ ଇନ୍ସପେକ୍ଟର ମଦନ ପ୍ରଧାନ କହିଛନ୍ତି। ଏହାକୁ ବନ ସଂରକ୍ଷକ ଖଣ୍ଡନ କରି ଚଢ଼ାଉବେଳେ କିଛି ମିଳି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri