ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୁବାଷଙ୍କ ଭୁବନେଶ୍ୱର ଆଇଗିଣିଆରେ ଥିବା ଘର , ମଞ୍ଚେଶ୍ୱର ଥିବା ଘର, ବ୍ରହ୍ମପୁର ଖାରବେଳ ନଗରରେ ଥିବା ଭଡା ଘର ଓ ବ୍ରହ୍ମପୁର ଅଫିସରେ ଚଢାଉ ଜାରି ରହିଛି। ଚଢାଉରେ ୫ ଜଣ ଡିଏପି, ୭ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମକାରୀ ସାମିଲ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri