ପାରାଦୀପରେ ବଡ଼ ଧରଣର ଜମି ଦୁର୍ନୀତି: ଭିଜିଲାନ୍ସ ପକ୍ଷରୁ ୬ ବଡ଼ବଡ଼ିଆ ଅଧିକାରୀଙ୍କ ଘରେ ଚଢ଼ାଉ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଭିଜିଲାନ୍ସ ପକ୍ଷରୁ ବଡ଼ ଧରଣର ଚଢ଼ାଉ ଚାଲିଛି। ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଜମି ଦେବା ପ୍ରସଙ୍ଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି।  ଏହି ଚଢାଉରେ ଜଣେ ଏଏସ୍‌ପି, ୧୧ ଡିଏସ୍‌ପି ଓ ୬ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।  ତେବେ ୬ ଜଣ ଅଧିକାରୀଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ବିଭାଗ ପକ୍ଷରୁ ରମେଶ ଚନ୍ଦ୍ର ପଣ୍ଡା, ଓଏଏସ୍‌ ଏକ୍ସ-ତହସିଲଦାର, କୁଜଙ୍ଗ a / p ତହସିଲଦାର ତିହିଡି, (୨) ମହେନ୍ଦ୍ର ପ୍ରସାଦ ମହାନ୍ତି, ଓଏଏସ୍‌, ରିଟ, ଏକ୍ସ-ସବ୍‌-କଲେକ୍ଟର, ଜଗତସିଂହପୁର,(୩) ସନ୍ତୋଷ କୁମାର ମଲ୍ଲିକ, ଏକ୍ସ- ରାଜସ୍ବ ଇନ୍ସପେକ୍ଟର, ଝିମାଣି, ଆର.ଆଇ ସର୍କଲ, (୪) ନରେନ୍ଦ୍ର କୁମାର ଲେଙ୍କା, ଏକ୍ସ-ରେଭିନ୍ୟୁ ଇନ୍ସପେକ୍ଟର, ପାରାଦୀପ ଗଡ଼, ରିଟ୍‌(୫) ସୁବାସ ଚନ୍ଦ୍ର ଦାସ, ରାଜସ୍ବ ଇନ୍ସପେକ୍ଟର, କୁଜଙ୍ଗ (୬) ଜ୍ୟୋତି ଭୂଷଣ ବାରିକ, ରାଜସ୍ବ ନିରୀକ୍ଷକ,  ପାଣ୍ଡୁଆ ସର୍କଲଙ୍କ ନାମରେ ମାମଲା ରୁଜୁ ହୋଇଛି।  ଭୁବନେଶ୍ୱର, କଟକ, ଭଦ୍ରକ ଓ ଜଗତସିଂହପୁରରେ ଏହି ଚଢ଼ାଉ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?