ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭବାନୀପାଟଣା,୩ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କେବିକେ-୧ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭବାନୀପାଟଣାସ୍ଥିତ କ୍ୱାର୍ଟର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଚଢ଼ାଉ ଜାରି ରହିଛି। ୪ ଜଣିଆ ଡିଏସ୍‌ପିଙ୍କ ନେତୃତ୍ୱରେ ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର, ଅନୁଗୋଳ ଆଦି ବିଭିନ୍ନ ସ୍ଥାନରେ ତାଙ୍କର ଅମାପ ସମ୍ପତ୍ତି ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଜିଲାରେ କପିକରି ଧରାପଡ଼ିଲେ ୨୧ ପରୀକ୍ଷାର୍ଥୀ

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): ମାଟ୍ରିକ୍‌ ପରୀକ୍ଷାର ବିଜ୍ଞାନ ବିଷୟରେ କଳାହାଣ୍ଡି ଜିଲାର ୨୧ ପରୀକ୍ଷାର୍ଥୀ କପିକରି ଶୁକ୍ରବାର ଧରାପଡ଼ିଛନ୍ତି। ଡିଇଓ ସ୍କ୍ବାଡ୍‌ ପକ୍ଷରୁ ମୁସ୍କୁଟି ମିଳିତ ପଞ୍ଚାୟତ ହାଇସ୍କୁଲରେ...

ଭାଜପା ପ୍ରାର୍ଥୀଙ୍କ କାର୍‌କୁ ବୋମାମାଡ଼ : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୨ା୪ (ବ୍ୟୁରୋ)- ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ପୁଣି ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ କାର ଉପରକୁ ବୋମାମାଡ଼ କରିଛନ୍ତି। ତେବେ...

୩୧ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ

ବନ୍ତ,୫।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ସୋମବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ୟ ପର୍ଯ୍ୟାୟରେ ୩୧ ଜଣଙ୍କର ସ୍ବାବ୍‌ ସଂଗ୍ରହ କରାଯାଇଛି। ଏଥିରେ ସରପଞ୍ଚ...

ଜଳ ସଙ୍କଟ ସ୍ଥିତି ସୁଧୁରିଲା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୭।୪: କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତମ ନଦୀ...

ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା: ୧୪୪ ଧାରା ଜାରି

ପୁରୀ ଅଫିସ,୨୭।୧୦: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକାଠି ହୋଇଛନ୍ତି ଗୋଷାଣୀ। ଏହା ଦେବୀସଭା ଭାବେ ପରିଚିତ। ତେବେ କରୋନା ପାଇଁ ଚଳିତବର୍ଷ ପ୍ରଶାସନ ପକ୍ଷରୁ ଅନେକ...

ବର୍ଷା ଜଳ ପରିଚାଳନା ଉଦ୍‌ବେଗଜନକ

ଯାଜପୁର ଅଫିସ,୨୩ା୬: ଯାଜପୁର ଜିଲା ସୁକିନ୍ଦାର ବିଭିନ୍ନ ଖଣି ପରିସରରୁ ବୋହି ଯାଉଥିବା ବର୍ଷା ପାଣି ପରିଚାଳନା ବାଧାପ୍ରାପ୍ତ ହୋଇଛି। ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ(ଆଇବିଏମ୍‌)ର...

କୋଦଳା କଲେଜରେ ପରୀକ୍ଷା ଦେଲେ ୧୭୪ କଳା, ୨୬ ବାଣିଜ୍ୟ ଛାତ୍ରୀଛାତ୍ର

କୋଦଳା,୨ା୩(ଡି.ଏନ୍‌.ଏ.): ଗୁରୁବାରଠାରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇଛି। ଗତକାଲି ବିଜ୍ଞାନର ଥିଓରି ପରୀକ୍ଷା ଆରମ୍ଭ ହୋଇଥିଲା । ଗଞ୍ଜାମ କୋଦଳା...

୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ

ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ...

Advertisement
Archives

Model This Week