ବିଡିଓଙ୍କୁ କୋର୍ଟ ଚାଲାଣ, ସରକାରୀ ଗାଡ଼ିରୁ ୪.୯୨ ଲକ୍ଷ ଜବତ କରିଥିଲା ଭିଜିଲାନ୍ସ

ଭବାନୀପାଟଣା,୩ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଭିଜିଲାନ୍ସ ବିଭାଗ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଏଥିସହ ବିଭାଗ ପକ୍ଷରୁ ତାଙ୍କ ନାଁରେ ମାମଲା(ନଂ.୧୪/୨୦୨୪) ରୁଜୁ କରାଯାଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ ବିଡିଓ କାର୍ତ୍ତିକ ଭବାନୀପାଟଣା ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ହେଉଥିବା ସମୀକ୍ଷା ବୈଠକରେ ଯୋଗଦେଇ ନିଜର ସହକର୍ମୀଙ୍କ ସହ ସରକାରୀ ଗାଡ଼ିରେ କୋରାପୁଟ ଫେରିବା ବେଳେ ଜାରିଙ୍ଗ ଛକଠାରେ ଭିଜିଲାନ୍ସ ଟିମ୍‌ ତାଙ୍କ ଗାଡ଼ିରୁ ୪ ଲକ୍ଷ ୯୨ ହଜାର ଟଙ୍କା ଜବତ କରିଥିଲା। ତେବେ ଏହି ଟଙ୍କା ସମ୍ପର୍କରେ ସେ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଫଳରେ ଭିଜିଲାନ୍ସ ଅଧିକାରୀ ସନ୍ଦେହ କରି ପଚରାଉଚରା ପରେ ତାଙ୍କୁ ଗିରଫ କରିଥିଲେ। ଭିଜିଲାନ୍ସ ଅଧିକାରୀଙ୍କ କହିବା ମୁତାବକ, ବିଡିଓ ଅକ୍ଷମିତାଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଅଭିଯୋଗ ରହିଛି। କୋଭିଡ୍‌ ଫଣ୍ଡ, ରେଡ୍‌କ୍ରସ ଫଣ୍ଡ ଆଦି ହଡ଼ପ ଅଭିଯୋଗରେ ତାଙ୍କ ବିରୋଧରେ ଦୁଇଥର ବିଭାଗୀୟ ତଦନ୍ତ ହୋଇଛି। ଏପରି କି ପୋଲିସରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ କ୍ରିକେଟରେ ରେକର୍ଡ କଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?