୧ ଲକ୍ଷ ୧୯ ହଜାର ଟଙ୍କାର କାଠ ଧରିଲା ଭିଜିଲାନ୍ସ

ଜୟପୁର/କୋରାପୁଟ, ୨୧।୪(ନି.ପ୍ର./ସ୍ବ.ପ୍ର.): ବେଆଇନ କାଠ ଚାଲାଣବେଳେ ଜୟପୁର ଭିଜିଲାନ୍ସ ଚଢାଉ କରିଛି। ଓଡିଶା ଛତିଶଗଡ ଫରେଷ୍ଟ ବାଉଣ୍ଡିର ଜୟପୁର ବନଖଣ୍ଡର କୋଟପାଡ ଫରେଷ୍ଟ ରେଞ୍ଜର ମାଲଚମାଲ ସଂରକ୍ଷିତ ଜଙ୍ଗଲେ ଚଢାଉ କରିଛି। କାଠକୁ ଚାଲାଣ କରିବା ନେଇ ଯୋଜନା କରିଥିବା ବେଳେ ଭିଜିଲାନ୍ସ ବିଭାଗ ଚଢାଉ କରି ପଣ୍ଡ କରିଛି। ଓଡିଶା ଭିଜିଲାନ୍ସର ଫରେଷ୍ଟ ଉଇଙ୍ଗ୍‌ସ ମିଳିତ ଚଡାଉ କରି ୪୭.୭୯୫ ସିଫ୍ଟ କାଠ ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ୧୯ ହଜାର ୪୮୭ ଟଙ୍କା। ଏନେଇ ୪/୨୨ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?