ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମର ଫାଇଲ ଜବତ କଲା ଭିଜିଲାନ୍ସ

କେସିଙ୍ଗା,୨୯ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ଶନିବାର କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର କେସ୍‌ ରେକର୍ଡ ଫାଇଲ ଜବତ କରି ନେଇଛି। ସୂଚନା ଅନୁଯାୟୀ ୨୦୨୩-୨୪ ଆର୍ଥତ୍କ ବର୍ଷରେ ୧୦ ଲକ୍ଷ ଟଙ୍କା ବ୍ୟୟରେ ଘଣ୍ଟଶଳା ଗ୍ରାମର ଦେବେନ୍ଦ୍ର ସେନାପତି ଓଗେର ୧୯ ଜଣଙ୍କର ଲ୍ୟାଣ୍ଡ ଡେଭଲପମେଣ୍ଟ କାର୍ଯ୍ୟ ହୋଇଥିଲା। ଏଥିପାଇଁ ୧୯ା୮ା୨୦୨୩ରେ ଏକ ଜରୁରୀ ବୈଠକ କରାଯାଇ କାମ ଆରମ୍ଭ ହୋଇଥିଲା। କିନ୍ତୁ କାର୍ଯ୍ୟ ଶେଷ ଦିବସ ଉଲ୍ଲେଖ ନ ଥିଲା, ଏହି କାର୍ଯ୍ୟ ପାଇଁ ୩୯୫୩ ମୁଖ୍ୟ ଦିବସ ରହିଥିଲା। ଏହାର ତଦାରଖ ଦାୟିତ୍ୱରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରୋଗ୍ରାମ ଅଫିସର, ନିର୍ବାହୀ ଅଧିକାରୀ ଓ ଜିଆର୍‌ଏସ୍‌ ରହିଥିଲେ। ଭିଜିଲାନ୍ସ ବିଭାଗ ଏହାର ଯାଞ୍ଚ କରିବା ପରେ ଯଦି କିଛି ଅନିୟମିତତା ଥାଏ ତେବେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଉକ୍ତ ଗ୍ରାମ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଗ୍ରାମବାସୀ ଭିଜିଲାନ୍ସଙ୍କୁ ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ: ବନ୍ଦ ହେବ ନାହିଁ ହୋଟେଲ କି ରେସ୍ତୋରାଁ, ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଗ୍ୟାସ ସଙ୍କଟ ମଧ୍ୟରେ, ହୋଟେଲ ଏବଂ ରେସ୍ତୋରାଁ ଶିଳ୍ପକୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ସରକାର…

କେଉଁଠୁ ଆସୁଛି ଏତେ ସିଲିଣ୍ଡର? ଘର ସହ ଦୋକାନରୁ ମିଳିଲା ୨୫୦ ସିଲିଣ୍ଡର

ଅରରିଆ,୧୩।୩: ଗୁରୁବାର ବିଳମ୍ବିତ ସାରେ ଫୋର୍ବସଗଞ୍ଜ ସହରର ୱାର୍ଡ ନମ୍ବର ୧୫ର ପୋଖର ବସ୍ତିରେ ଏଲପିଜି ସିଲିଣ୍ଡରର ଅବୈଧ ସଂରକ୍ଷଣ ସମ୍ପର୍କରେ ସୂଚନା ପାଇ, ଏସଡିଓ ଅଭୟ…

ଚାଲିଥିଲା ବ୍ରାଉନସୁଗାର ବେପାର, ମାଡ଼ି ବସିଲା ପୋଲିସ

ବରଗଡ଼,୧୩ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ବ୍ରାଉନସୁଗାର କାରବାରରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାନ୍ତିପଡ଼ାର…

ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….

ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା…

କୂଟନୈତିକ ‘ଚୌକା’ ଲଗାଇଲେ ଜୟଶଙ୍କର: ଗ୍ୟାସ୍‌ ସଙ୍କଟ ମଧ୍ୟରେ ଇରାନକୁ ଫୋନ କରି…

ନୂଆଦିଲ୍ଲୀ,୧୩।୩: ଇରାନ ସହିତ ଜଡିତ ବିବାଦ ସମ୍ପର୍କରେ ଭାରତ ଏବେ ଅତ୍ୟନ୍ତ ସକ୍ରିୟ ହୋଇଛି। ଗ୍ୟାସ ସଙ୍କଟ ଏବଂ ଫସି ରହିଥିବା ଜାହାଜର ସମସ୍ୟା ମଧ୍ୟରେ ଇରାନ…

ରାଜ୍ୟ ବାହାରକୁ କାହିଁକି ଯାଇଛନ୍ତି ୮ ବିଧାୟକ, କାରଣ କହିଲେ ତାରା… ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ୮ ଜଣ ବିଧାୟକ ବେଙ୍ଗାଲୁରୁ ଯିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି।…

ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! ଏହି ସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧୩।୩: ଆସନ୍ତା ୧୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୧୫ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ…

ଲୋକମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି! ଯୁଦ୍ଧ ଭିତରେ ଭାରତ ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୩।୩: ଇରାନ ଯୁଦ୍ଧର ପ୍ରଭାବ ଭାରତରେ ମଧ୍ୟ ଅନୁଭୂତ ହେଉଛି। ଏଲପିଜି ସିଲିଣ୍ଡରକୁ ନେଇ ବ୍ୟାପକ ଆତଙ୍କ ଦେଖାଦେଇଛି। ଗ୍ୟାସର କଳାବଜାରୀ ଶୀର୍ଷରେ ପହଞ୍ଚିଛି। ସାଧାରଣ ଜନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri