ଲାଞ୍ଚ ନେଉଥିଲେ ଅତିରିକ୍ତ ତହସିଲଦାର: ଛକିରହିଥିଲା ଭିଜିଲାନ୍ସ ,ପରେ ଯାହା ହେଲା…

ସମ୍ବଲପୁର,୧୯।୪: ଲାଞ୍ଚ ନେଇ ଧରାପଡ଼ିଲେ ସମ୍ବଲପୁର ଜିଲା ମାନେଶ୍ବର ଅତିରିକ୍ତ ତହସିଲଦାର। ମାନେଶ୍ବର ଅତିରିକ୍ତ ତହସିଲଦାର ଭୁବନାନନ୍ଦ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି। ଚାଷଜମିର କିସମ ପରିବର୍ତ୍ତନ କରିବାକୁ ୬ ହଜାର ଲାଞ୍ଚ ନେଉଥିଲା ବେଳେ ପୂର୍ବ ଯୋଜନା ମୁତାବକ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୭ଦିନ ପ୍ରବଳ ଶୀତ

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ):  ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବାବେଳେ...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri