ଲାଞ୍ଚ ନେଉଥିଲେ ଅତିରିକ୍ତ ତହସିଲଦାର: ଛକିରହିଥିଲା ଭିଜିଲାନ୍ସ ,ପରେ ଯାହା ହେଲା…

ସମ୍ବଲପୁର,୧୯।୪: ଲାଞ୍ଚ ନେଇ ଧରାପଡ଼ିଲେ ସମ୍ବଲପୁର ଜିଲା ମାନେଶ୍ବର ଅତିରିକ୍ତ ତହସିଲଦାର। ମାନେଶ୍ବର ଅତିରିକ୍ତ ତହସିଲଦାର ଭୁବନାନନ୍ଦ ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି। ଚାଷଜମିର କିସମ ପରିବର୍ତ୍ତନ କରିବାକୁ ୬ ହଜାର ଲାଞ୍ଚ ନେଉଥିଲା ବେଳେ ପୂର୍ବ ଯୋଜନା ମୁତାବକ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri