Advertisement

ସୂର୍ଯ୍ୟବଂଶୀଙ୍କ ଜୋରଦାର ପ୍ରଚାର

ଧାମନଗର,୧୭।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ସୋମବାର ପୂର୍ବାହ୍ନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ବମକୁରା ପଞ୍ଚାୟତର ବିଭିନ୍ନ ୱାର୍ଡରେ ଘର ଘର ବୁଲି ଭୋଟ୍‌ ଭିକ୍ଷା କରିଛନ୍ତି। ତାଙ୍କ ପିତା ଦିବଂଗତ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଅଧୁରା ସ୍ବପ୍ନକୁ ସାକାର କରିବା ଏବଂ ସାଧାରଣ ଲୋକଙ୍କ ପାଖରେ ରହି ସେମାନଙ୍କ ମୌଳିକ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କହି ଭୋଟରଙ୍କୁ ମନାଉଥିବା ଦେଖିବାକୁ ମିଳିଛି। ପଞ୍ଚାୟତର ସଭାପତି ତପନ ପଣ୍ଡା, କୈଳାସ ପଣ୍ଡା, କ୍ଷୀରୋଦ ଧଳ, ଅନିରୁଦ୍ଧ ପଣ୍ଡା, ସଞ୍ଜୟ ମଳିକ, ଧନେଶ୍ୱର ସେଠୀ ପ୍ରମୁଖ ସୂର୍ଯ୍ୟବଂଶୀଙ୍କ ସହ ପ୍ରଚାରରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣିବନ୍ଦ ଆନ୍ଦୋଳନ ଜାରି: ୬ ଦିନ ହେଲା ଉତ୍ତୋଳନ, ପରିବହନ ଠପ୍‌

ତାଳଚେର,୩୧ା୭(ନି.ପ୍ର.)-୫ ଦଫା ଦାବି ନେଇ ଭାଜପା ପକ୍ଷରୁ ତାଳଚେର କୋଲ୍‌ ଫିଲଡସରେ ଖଣି ବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ୬ ଦିନ ଧରି ଏମ୍‌ସିଏଲ୍‌ର...

କନ୍ଧମାଳରେ କେନ୍ଦ୍ରୀୟ ମେଡିକାଲ ଟିମ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୧୯ା୧୦-କନ୍ଧମାଳ ଜିଲା ଗସ୍ତରେ କେନ୍ଦ୍ରର ଏକ ୮ ଜଣିଆ ଟିମ୍‌ ଆସି ଶୁକ୍ରବାର ପହଞ୍ଚତ୍ଛନ୍ତି। ଏହି ଟିମ୍‌ ୪ ଦିନଧରି ଜିଲାର ବାଲିଗୁଡ଼ା, ତୁମୁଡ଼ିବନ୍ଧ,...

ରାଜ୍ୟର ୭ ସହର ଅତି ପ୍ରଦୂଷିତ

ଯାଜପୁର ଅଫିସ,୧୨ା୪:ବାୟୁରେ ପ୍ରଦୂଷଣର ମାତ୍ର ଜାଣିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଦ୍ୱାରା ରାଜ୍ୟର ୧୭ ସହରରେ ନିୟମିତ ବାୟୁ ପରୀକ୍ଷଣ କରାଯାଉଛି। ଏହି...

କନ୍ୟାଶ୍ରମର ୨୬ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ

ଭବାନୀପାଟଣା,୩୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଦୁଲକିବନ୍ଦ ସରକାରୀ କନ୍ୟାଶ୍ରମର ୨୬ଜଣ ଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। କେଉଁ କାରଣରୁ ଏତେ ସଂଖ୍ୟକ ଛାତ୍ରୀ ଆକ୍ରାନ୍ତ...

ବାଘଛାଲ ଜବତ: ୩ ଶିକାରୀ ଗିରଫ

ଦେବଗଡ଼, ୭।୩ (ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ଟୁହିଳାମାଲ ଜଙ୍ଗଲ ନିକଟରୁ ଦେବଗଡ଼ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ସୋମବାର ଏକ ବାଘଛାଲ ଜବତ...

ଢେଙ୍କାରେ ପହଞ୍ଚିଲେ ୭ ପ୍ରବାସୀ ଓଡ଼ିଆ

ହାଟଡିହୀ,୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ୭ ପ୍ରବାସୀ ଓଡ଼ିଆ ସୋମବାର ବିଳମ୍ବିତ ରାତିରେ ପହଞ୍ଚିଛନ୍ତ। ଏମାନେ ସୁରଟରୁ ନିଜ ଖର୍ଚ୍ଚରେ ବାଲେଶ୍ୱର...

ସମ୍ପର୍କ ଭୁଲିଗଲେ ବାପା: ଶୋଇଥିବା ପୁଅକୁ ଉଠାଇ ହାଣିଲେ

ଦେବଗଡ଼,୧୮।୫ (ଡି.ଏନ୍‌.ଏ.): ବାପାଙ୍କ କଟୁରି ଚୋଟରେ ପୁଅ ମୃତ। ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଆଦର୍ଶ ଥାନା ଅନ୍ତର୍ଗତ ଗୁଣ୍ଡୁରିପୋଶି ଗ୍ରାମରେ। ସୂଚନାଯୋଗ୍ୟ, ମଙ୍ଗଳବାର...

ଆସନ୍ତା ୩୧ ପର୍ଯ୍ୟନ୍ତ କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ବାତିଲ

କେନ୍ଦୁଝର,୨୫।୫(ସ୍ବ.ପ୍ର.): ରେଳପଥ ଦୋହରିକରଣ ଲାଗି କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌କୁ ଶନିବାରଠାରୁ ବାତିଲ କରାଯାଇଛି। ଏଥିସହ ଭୁବନେଶ୍ୱରରୁ କେନ୍ଦୁଝର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ମଧ୍ୟ ବାତିଲ...

Advertisement
Archives

Model This Week