ଶ୍ରୀବଲିଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ବିଜୟ

ସାଉଥ ସୁପର ଷ୍ଟାର ବିଜୟ ଦେବରକୋଣ୍ଡା ଏବଂ ପୁଷ୍ପା ହିରୋଇନ୍‌ ଶ୍ରୀବଲି ତଥା ରଶ୍ମିକା ମନ୍ଦାନାଙ୍କ ବିବାହକୁ ନେଇ ଗତ କିଛି ଦିନ ହେବ ଏକ ଜୋରଦାର ଚର୍ଚ୍ଚା ଚାଲିଥିଲା। ଉଭୟଙ୍କର ଡେଟିଂ ନେଇ ଦୀର୍ଘ ସମୟ ଧରି ଆଲୋଚନା ହୋଇଆସିଛି। ଉଭୟେ ସେମାନଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲି ନାହାନ୍ତି। ତେବେ ଗତ କିଛି ଦିନ ହେବ, ରଶ୍ମିକା ଏବଂ ବିଜୟ ୨୦୨୨ ଶେଷରେ ବିବାହ କରିବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଚର୍ଚ୍ଚାରେ ବିଜୟଙ୍କ ଟୁଇଟ୍‌ ପୂର୍ଣ୍ଣଛେଦ ପକାଇଛି । ସେ କହିଛନ୍ତି, ବିବାହର ଖବର ସଂପୂର୍ଣ୍ଣ ଗୁଜବ । ବର୍ତ୍ତମାନ ସେ ତାଙ୍କର ବୃତ୍ତିଗତ ଜୀବନ ଉପରେ ଧ୍ୟାନ ଦେଉଛନ୍ତି। କଳ୍ପନାଜଳ୍ପନା ମଧ୍ୟରେ ବିଜୟଙ୍କ ଏକ ଟୁଇଟ ସାମ୍ନାକୁ ଆସିଛି । ଯାହା ବିବାହ ଖବର ଉପରେ ତାଙ୍କର ପ୍ରତିକ୍ରିୟା ବୋଲି କୁହାଯାଏ । ବିଜୟ ତାଙ୍କ ଟୁଇଟରେ ଲେଖିଛନ୍ତି, ସବୁଥର ପରି ଗୁଜବ, କଣ ଆମେ ଏହି ଖବରକୁ ଭଲ ପାଇ ପାରିବା ?


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri