ଅନନ୍ୟା ପାଣ୍ଡେଙ୍କ ସହ ଫଟୋ ଶେୟାର କଲେ ବିଜୟ ଦେୱରକୋଣ୍ଡା

ମୁମ୍ବାଇ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଅଭିନେତା ବିଜୟ ଦେୱରକୋଣ୍ଡା ଏବେ ବଲିଉଡରେ ତାଙ୍କର ପ୍ରଶଂସକ ତିଆରି କରିବାରେ ଲାଗି ପଡିଛନ୍ତି । ତାଙ୍କର ଅଗାମୀ ବଲିଉଡ ମୁଭିକୁ ନେଇ ସେ ଏବେ ଖୁବ୍ ଚର୍ଚ୍ଚାରେ ରହିଛନ୍ତି । ଏବେ ସେ ଫିଲ୍ମର ଶୁଟିଂ ସହ ସମ୍ପୂର୍ଣ୍ଣ ଟିମ ସହ ଲସ ଆଞ୍ଜେଲସରେ ରହିଛନ୍ତି । ଫିଲ୍ମର ଶୁଟିଂ ସରିବା ପରେ ସେ ଶୁଟିଂ ସେଟରୁ କିଛି ଫଟୋ ଶେୟାର କରି ଦର୍ଶକଙ୍କ ନିକଟତର ହେଉଛନ୍ତି । ଏହି ଫଟୋ ସେ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକଙ୍କ ଉତ୍ସୁକତା ବଢାଉଛନ୍ତି । ଏବେ ସେ ତାଙ୍କ ସୋସିଆଲ ମିଡିଆରେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯେଉଁଥିରେ ସେ ତାଙ୍କ ସହ କଳାକାର ଅନନ୍ୟା ପାଣ୍ଡେଙ୍କ ସହ ନଜର ଆସିଛନ୍ତି । ଉଭୟ ‘ଲାଇଗର’ ଫିଲ୍ମର ଶୁଟିଂ ପାଇଁ ଲସ ଆଞ୍ଜେଲସରେ ଅଛନ୍ତି । ଆଉ ଶୁଟିଂରୁ ଫୁରସତ ମିଳିଲେ ଏମାନେ କିଛି କିଛି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି । ଆଉ ଏକ ଫଟୋରେ ବିଜୟ, ଅନନ୍ୟା ଓ ନିର୍ଦ୍ଦେଶକ ପୁରୀ ଜଗନ୍ନାଥ ଓ ଚାର୍ମି କୌରଙ୍କ ସହ ନଜର ଆସିଛନ୍ତି । ସେ ଚାର୍ମି ଓ ଅନନ୍ୟାଙ୍କ କାନ୍ଧରେ ହାତ ରଖି ପୋଜ ଦେଇଛନ୍ତି । ଫିଲ୍ମର କଥା ଯଦି ଆଲୋଚନାକୁ ନିଆଯାଏ ତେବେ ଏହାର ଟାଇଟଲ ‘ଲାଇଗର’ର ଅର୍ଥ ହେଉଛି ଅଧା ଲାୟନ ଅଧା ଟାଇଗର । ଫିଲ୍ମକୁ ନେଇ ନିର୍ମାତା, ନିର୍ଦ୍ଦେଶକ ଓ କଳାକାର ବେଶ ଆଶବାଦୀ ଅଛନ୍ତି । ବହୁ ଅର୍ଥ ବିନିମୟରେ ଏହା ନିର୍ମାଣ କରାଯାଉଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?